ଅବ୍ୟବସ୍ଥା ଘେରରେ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଛାତ୍ରାବାସରୁ ଛାତ୍ର ନିଖୋଜ ଦାରିଙ୍ଗବାଡି, ୮।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପୁଣି ଆଉ ଏକ ଅଘଟଣ ଘଟିଛି । ଜଣେ ନବମ ଶ୍ରେଣୀ ଛାତ୍ର ଶୁକ୍ରବାର ସଂନ୍ଧ୍ୟାରୁ ନିଖୋଜ ହୋଇଯାଇଥିବା ନେଇ ଅଭିଯୋଗ ହୋଇଛି । ଫଳରେ…