ପାଟଣା କଲେଜ ନିର୍ବାଚନ: ସରିଲା ପ୍ରଚାର, ବିରିୟାନି-ଗୁପ୍ଚୁପ୍ରେ କମ୍ପିଲା କଲେଜ କ୍ୟାମ୍ପସ୍…
ପାଟଣା, ୧୩।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟର ଛାତ୍ର ସଂସଦ ନିର୍ବାଚନୀ ପ୍ରଚାରର ଶେଷ ଦିନରେ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି। ପ୍ରଚାରର ଶେଷ ସମୟରେ ଉଭୟ ଏବିଭିପି (ABVP) ଓ ବିସିଜେଡି (BCJD)…

