Tag Archives: student union election 2026

ଆଞ୍ଚଳିକ ମହାବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନ: ଦିନ ଗୋଟାଏ ସୁଦ୍ଧା ୮୨% ମତଦାନ

ପାଟଣା,୧୫।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ୱାମପାଟଣାର ଛାତ୍ର ସଂସଦ ନିର୍ବାଚନ ଗୁରୁବାର ଶାନ୍ତିଶୃଙ୍ଖଳାର ସହ ଅନୁଷ୍ଠିତ ହୋଇଛି । ନିର୍ବାଚନରେ ମୋଟ ୯୪୭ ଜଣ ମତଦାତା ୯ଟି ବୁଥ୍‌ରେ ମତଦାନ କରିବାର ବ୍ୟବସ୍ଥା…

ବଦଳିଯିବ ବାୟାବାବା କଲେଜ ଛାତ୍ର ସଂସଦ ଭୋଟ୍‌ ସମୀକରଣ !, ମଧ୍ୟାହ୍ନ ସୁଦ୍ଧା ୮୦ ପ୍ରତିଶତ ମତଦାନ

ମହାକାଳପଡ଼ା,୧୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ପ୍ରମୁଖ ଶିକ୍ଷନୁଷ୍ଠାନ ବାୟାବାବା କଲେଜରେ ଛାତ୍ର ସଂସଦ ଭୋଟିଂ ଶାନ୍ତିଶୃଙ୍ଖଳା ଭାବେ ହେଉଛି। ମୋଟ୍‌ ୬୧୮ ଭୋଟରମାନଙ୍କର ମଧ୍ୟାହ୍ନ ସୁଦ୍ଧା ୮୦ ପ୍ରତିଶତ ମତଦାନ ହୋଇଛି ବୋଲି କୁହାଯାଉଛି। ବିଶେଷ କରି ଅଖିଳ…

ମହାକାଳପଡ଼ାରେ ବିଜେଡି-ଭାଜପା ଛାତ୍ର ଗୋଷ୍ଠୀ ମୁହାଁମୁହିଁ, ପୋଲିସ ପହଞ୍ଚି…

ମହାକାଳପଡ଼ା,୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାସ୍ଥିତ ପ୍ରମୁଖ ଶିକ୍ଷାନୁଷ୍ଠାନ ବାୟାବାବା କଲେଜରେ ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ରକରି ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇପଡ଼ିଛି। ସୋମବାର ମଧ୍ୟାହ୍ନରେ କଲେଜ ପରିସରରେ ଶକ୍ତି ପ୍ରଦର୍ଶନ ଓ ପ୍ରଚାରକୁ ନେଇ ଉଭୟ ବିଜୁ ଛାତ୍ର ଜନତା…

ବାୟାବାବା କଲେଜ ନିର୍ବାଚନ: ବିସିଜେଡି-ଏବିଭିପି କଡ଼ା ଟକ୍କର, ଭୋଟ୍‌ ହାତେଇବାକୁ ଆପଣାଉଛନ୍ତି ଏହି…

ମହାକାଳପଡ଼ା, ୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଛାତ୍ର ସଂସଦ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ସଦର ମହକୁମାସ୍ଥିତ ବାୟା ବାବା କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଛି। ସଂସଦ ଦଖଲ ପାଇଁ ଉଭୟ ବିଜୁ ଛାତ୍ର ଜନତା ଦଳ(ବିସିଜେଡି) ଓ ଅଖିଳ ଭାରତୀୟ…

ମଦନପୁର କଲେଜ ଛାତ୍ର ସଂସଦ ନିର୍ବାଚନ ବାତିଲ

ରାଜନଗର, ୧୧।୧୦ (ଭାସ୍କର ରାଉତରାୟ): ସ୍ଥାନୀୟ ୟୁ. କେ. ମହାବୀର ମହାବିଦ୍ୟାଳୟରେ ଶନିବାର ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଗଣ୍ଡଗୋଳ ଓ ମାରପିଟ ଘଟିଥିବା ଅଭିଯୋଗ ହୋଇଛି। ଏଥିସହ ଛାତ୍ରନେତା ଶୁଭଙ୍କର ରାଉତଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ଏବଂ ରାଜନଗର…

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି ପଦବୀର ପ୍ରାର୍ଥୀ ଅଙ୍କିତ ପ୍ରଧାନ ନିଜ ନାମାଙ୍କନ ପ୍ରତ୍ୟାହାର କରିନେବା ପରେ ନିର୍ବାଚନ…

୮ ବର୍ଷ ପରେ ବାୟାବାବା କଲେଜରେ ନିର୍ବାଚନ ଉଷ୍ଣତା: ବିଜେଡି-ଏବିଭିପି ଜୋର୍‌ଦାର ଲଢ଼େଇ

ମହାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ସଦରମହକୁମାଠାରେ ଶ୍ରୀ ଶ୍ରୀ ବାୟାବାବା କଲେଜରେ ୮ ବର୍ଷ ପରେ ରାଜ୍ୟ ସରକାର ଛାତ୍ର ସଂସଦ ନିର୍ବାଚନ ଘୋଷଣା ପରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉଷ୍ଣତା ପ୍ରକାଶ ପାଇଛି। ବିଶେଷ କରି ଛାତ୍ର ସଂସଦ…

ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ

ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ ନିର୍ବାଚନ ବାତିଲ କରାଯାଇଛି। ଭଦ୍ରକ ମହିଳା କଲେଜ ଓ ଭଣ୍ଡାରିପୋଖରୀ ବ୍ଲକ ନାଆମୀ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା ସହ ଛାତ୍ରମାନଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିବା ଦେଖିବାକୁ ମିଳିଛି। କଲେଜ କ୍ୟାମ୍ପସରେ ଅଣଛାତ୍ର…

ଛାତ୍ର ସଂସଦ ନିର୍ବାଚନ: ପୁଅଙ୍କୁ ପଛରେ ପକାଇ ମଇଦାନରେ ଝିଅ ଆଗୁଆ

ପୁରୁଷୋତ୍ତମପୁର,୭ା୧୦(ସବିତା ମିଶ୍ର): ଦୀର୍ଘ ୮ ବର୍ଷ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଏହାକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ପରିସର ଏବେ ରାଜନୈତିକ ଉଷ୍ଣତାରେ ଚଳଚଞ୍ଚଳ ହୋଇଉଠିଛି। ନିର୍ବାଚନ ଘୋଷଣା ପରେ ଛାତ୍ରନେତାଙ୍କ…

୧୫ରେ ଛାତ୍ର ସଂସଦ ନିର୍ବାଚନ, କିଏ ଲଢ଼ିପାରିବେ? ଜାଣନ୍ତୁ ନିୟମ

ଭୁବନେଶ୍ବର,୫ା୧୦: ଆସନ୍ତା ଅକ୍ଟୋବର ୧୫ରେ ହେବ ଛାତ୍ର ସଂସଦ ନିର୍ବାଚନ । ୧୬ରେ ଶପଥଗ୍ରହଣ ସମାରୋହ ହେବା ନେଇ ସୋମବାର ଘୋଷଣା କରିଛନ୍ତି ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ଦଶହରା ଛୁଟି ପୂର୍ବରୁ ହେବ ଛାତ୍ର ସଂସଦ ନିର୍ବାଚନ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?