Tag Archives: student union election

ବଲାଙ୍ଗୀରରେ ଉତ୍ତେଜନା, ଏବିଭିପି ସମର୍ଥକଙ୍କୁ ବାଥରୁମରେ ବନ୍ଦ କଲେ ବିଜେଡି ସମର୍ଥକ

ବଲାଙ୍ଗୀର,୧୩।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ଛାତ୍ର ସଂସଦ ନିର୍ବାଚନ ଉଷ୍ମତା ବଢ଼ିବାରେ ଲାଗିଛି । ବଲାଙ୍ଗୀର ସର୍କିଟ ହାଉସରେ କିଛି ଏବିଭିପି ନେତା ଓ ସମର୍ଥକ ରହିଥିବା ଖବର ପାଇଲା ପରେ ବିଜୁ ଛାତ୍ର ଜନତା ଦଳର ଛାତ୍ରନେତା ଓ…

କେସିଙ୍ଗା ଛାତ୍ର ସଂସଦ ନିର୍ବାଚନ, ବିଜେଡି ପ୍ରାର୍ଥୀ ଅନୁଭବଙ୍କ ନାମାଙ୍କନ କାୟମ

କେସିଙ୍ଗା,୧୨ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ବିଜେଡି ସମର୍ଥିତ ଛାତ୍ର ନେତା ଅନୁଭବ ପଟ୍ଟନାୟକ ସଭାପତି ପଦ ପାଇଁ ନାମାଙ୍କନ କାୟମ୍ କଲେ ମହାବିଦ୍ୟାଳୟର ନିର୍ବାଚନ କମିଟି କର୍ତ୍ତୃପକ୍ଷ । ସୂଚନା ଅନୁଯାୟୀ ମୋବାଇଲ ମାଧ୍ୟମରେରେ କଥା କଟାକଟିକୁ ନେଇ…

ଗାଁକୁ ବ୍ୟାପିଲାଣି କ୍ୟାମ୍ପସ ରାଜନୀତି; ମହାବିଦ୍ୟାଳୟ ଛାଡି ଗାଁରେ ପ୍ରଚାର କରୁଛନ୍ତି ପ୍ରାର୍ଥୀ

ବଞ୍ଚୋ,୧୧।୧୦(ପ୍ରଦୋଷ ବିଶ୍ୱାଳ ): କ୍ୟାମ୍ପସରୁ ଗାଁ ମୁହାଁ ହେଲାଣି ଛାତ୍ର ସଂସଦ ନିର୍ବାଚନର ତାତି । ମହାବିଦ୍ୟାଳୟ ପରିସରରେ ସୀମିତ ରହିନାହିଁ ଛାତ୍ର ରାଜନୀତି । ଏବେ ଗାଁ ଗାଁରେ ଚାଲିଛି ପ୍ରଚାର ଓ ଘର ଘର ବୁଲି ଭୋଟ ଭିକ୍ଷା…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି), ବିଜୁ ଛାତ୍ର ଜନତା ଦଳ (ବିସିଜେଡି) ଓ ଭାରତୀୟ…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ କରାଯାଇଛି। ନାମାଙ୍କନ ଦାଖଲକୁ ନେଇ ମହାବିଦ୍ୟାଳୟ ପରିସରରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉତ୍ସାହ ଓ…

ଛାତ୍ର ସଂସଦ ନିର୍ବାଚନ: ନୋମିନେଶନ ଜାରି

ଭୁବନେଶ୍ୱର,୯ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ରାଜ୍ୟର ବିଭିନ୍ନ କଲେଜରେ ନୋମିନେଶନ ଜାରି ରହିଛି। ଶୁକ୍ରବାର ସକାଳ ୧୦ଟାରୁ ଦିନ ଗୋଟାଏ ଭିତରେ ପ୍ରାର୍ଥୀମାନେ ସେମାନଙ୍କର ନୋମିନେଶନ ଭରିବେ। ଅପରାହ୍ନ ୨ଟାରୁ ୪ଟା ପର୍ଯ୍ୟନ୍ତ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ। ସନ୍ଧ୍ୟା ୫ଟା…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର ହେବାକୁ ଥିବା ଛାତ୍ର ସଂସଦ ନିର୍ବାଚନକୁ ବାତିଲ କରିଛନ୍ତି କଲେଜ କର୍ତ୍ତୃପକ୍ଷ ।…

୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନର ବାଜିଲା ବିଗୁଲ, ତାରିଖ ଘୋଷଣା କଲେ ଉଚ୍ଚ ଶିକ୍ଷାମନ୍ତ୍ରୀ

ଭୁବନେଶ୍ବର,୫ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ବଡ଼ ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ ପରେ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି । ଏନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି…

ଏଥର ହେବ ଛାତ୍ର ସଂସଦ ନିର୍ବାଚନ! ମନ୍ତ୍ରୀଙ୍କ ବୟାନରୁ ସ୍ପଷ୍ଟ

ଭୁବନେଶ୍ୱର,୨୫।୬: ଗଣତନ୍ତ୍ରର ଏନ୍ତୁଡି ହେଉଛି କଲେଜ। ଆଜି ରାଜନୀତିରେ ପାଦ ଥାପିଥିବା ପ୍ରତ୍ୟେକ ନେତା କଲେଜ ରାଜନୀତିରୁ ହିଁ ନିଜର ରାଜନୀତି କ୍ୟାରିୟର ଆରମ୍ଭ କରିଥା’ନ୍ତି। ପ୍ରତିଟି ସୁଦୃଢ ରାଜନେତାର ଦକ୍ଷତା ସେହି କଲେଜ ସମୟରେ ଛାତ୍ରନେତା ସମୟରେ ହିଁ ନଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?