ନାଟକ ଜରିଆରେ ଛାତ୍ରୀଛାତ୍ର ପାଳିଲେ ବିଶ୍ୱ ବନ ଦିବସ, ଲୋକଙ୍କୁ ସଚେତନ କରି…
ଭଞ୍ଜନଗର,୨୧ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତରବନଖଣ୍ଡ, ଟାଟା ପାଓ୍ବାର, ସ୍ନେହା ଅନୁଷ୍ଠାନ ଓ ବିଡିପୁରସ୍ଥିତ ଟିଏସ୍ଡି କଲେଜ ଏନ୍ସିସି ପକ୍ଷରୁ ମିଳିତ ଭାବେ ଶନିବାର ବିଶ୍ୱ ବନ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଡିପୁର ଶ୍ରୀ ଅରବିନ୍ଦ…
ଛାତ୍ରୀମାନେ ନିଜ ସୁରକ୍ଷା ନିଜେ କରିବା ପାଇଁ ନେଲେ ଏମିତି ପଦକ୍ଷେପ
ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୩(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ବ୍ରାହ୍ମଣୀଗାଁଠାରେ ରହିଥିବା ଋଷିମାଳ ଡିଗ୍ରୀ ମହାବିଦ୍ୟାଳୟରେ ମାର୍ଚ୍ଚ ୫ରୁ ୧୩ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଦ୍ୱାରା ୨୦୨୫-୨୬ ଆର୍ଥିକ ବର୍ଷର ଆତ୍ମସୁରକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଛାତ୍ରୀମାନେ…
ଆତ୍ମବିଶ୍ୱାସ ରହିଲେ ସଫଳତା ମିଳିବ, ଛାତ୍ରୀଛାତ୍ରଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରି…
ଭଞ୍ଜନଗର,୧୮ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଶିକ୍ଷା ବିଭାଗ ଯୁକ୍ତ ୩ ଶେଷବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯିବା ସହ ଏକ ପାଠଚକ୍ର ଅନୁଷ୍ଠିତ ହୋଇଥିଲା। ଏଥିରେ ଅଧ୍ୟକ୍ଷ ବିଭାସ ଦାସ ଅଧ୍ୟକ୍ଷତା…
‘ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କ ଗୁଣାତ୍ମକ ଶିକ୍ଷାର ହେବ ବିକାଶ’
ଦାରିଙ୍ଗବାଡ଼ି,୨୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଭ୍ରମରବାଡ଼ି ପଞ୍ଚାୟତ ଅଞ୍ଚଳରେ ରହିଥିବା ପିଏମ୍ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ନୂତନ ଭାବେ ସକ୍ଷମ କେନ୍ଦ୍ର ସ୍ଥାପନ ହୋଇଛି। ଏହାକୁ ଗୁରୁବାର ଉଦ୍ଘାଟନ କରାଯାଇଛି। ଏଥିରେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ…
କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି
କୋରାପୁଟ,୨୦ା୨(ଅମିତାଭ ବେହେରା): କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସୁନାବେଡ଼ାଠାରେ ଶୁକ୍ରବାର ସକାଳେ ଛାତ୍ର ଅଶାନ୍ତି ଦେଖିବାକୁ ମିଳିଛି। କୋରାପୁଟ ଜିଲାର ସୁନାବେଡ଼ାଠାରେ ଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମୁଖ୍ୟ କ୍ୟାମ୍ପସ୍ରେ ତାଲା ଠୁଙ୍କିଛନ୍ତି ଛାତ୍ରୀଛାତ୍ର। ମେଧାବୃତ୍ତି ନ ମିଳିବା ଓ ବିଭିନ୍ନ ବିଭାଗର ପରୀକ୍ଷାଫଳ ୨…
ଆଜିଠାରୁ +୨ ପରୀକ୍ଷା: ୨୫ ପର୍ଯ୍ୟନ୍ତ ଚାଲିବ
ଭୁବନେଶ୍ୱର,୧୮ା୨(ସୁଚିସ୍ମିତା ସାହୁ): ରାଜ୍ୟରେ ବୁଧବାରଠାରୁ ଯୁକ୍ତ୨ ପରୀକ୍ଷା ଆରମ୍ଭ ହେବ। ଏହା ମାର୍ଚ୍ଚ ୨୫ ପର୍ଯ୍ୟନ୍ତ ଚାଲିବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପକ୍ଷରୁ ଏହି ପରୀକ୍ଷା ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ପ୍ରଥମ ଦିନ ବିଜ୍ଞାନ ବର୍ଗ ଛାତ୍ରୀଛାତ୍ରମାନେ…
ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା
ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ପରେ ଉଦ୍ଧାର ହୋଇଥିବା ପୋଲିସ କହିଛି। ତାଙ୍କୁ ଶନିବାର ବିଳମ୍ବିତ ରାତିରେ ବିଦ୍ୟାଳୟର…
‘ଭଲ ପାଠ ପଢ଼ି ସୁନାମ ଆଣନ୍ତୁ ଛାତ୍ରୀଛାତ୍ର’
ଦିଗପହଣ୍ଡି,୭ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବୀଣାପାଣି ନର୍ସରୀ ସ୍କୁଲର ୩୯ ତମ ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି। ସ୍କୁଲ ପରିଚାଳନା କମିଟି ସଭାପତି ତଥା ବରିଷ୍ଠ ଆଇନଜୀବୀ ରସାନନ୍ଦ ରାଉତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ…
ଭାଙ୍ଗିଗଲାଣି ଶ୍ରେଣୀଗୃହ, ଗଛତଳେ ପଢୁଛନ୍ତି ପିଲା
କେସିଙ୍ଗା/ନର୍ଲା,୬ା୨(ତୁମେଶ୍ୱର ସାହୁ/ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା କେସିଙ୍ଗା ଓ ନର୍ଲା ବ୍ଲକ ସୀମାନ୍ତ ଅଞ୍ଚଳରେ ଅସ୍ଥାପତି ବିଦ୍ୟାଳୟକୁ ଶିକ୍ଷା ବିଭାଗ ସମେତ ନେତା ବିଧାୟକଙ୍କ ଦୃଷ୍ଟି ଗୋଚର ହେଉ ନ ଥିବାରୁ ସ୍କୁଲ ପରିବେଶ ସମେତ ଶ୍ରେଣୀ ଗୃହ ବିପଦସଙ୍କୁଳ ଅବସ୍ଥାରେ…
‘ଗୁଣାତ୍ମକ ଶିକ୍ଷାର ବିକାଶ ହେଲେ ଛାତ୍ରୀଛାତ୍ର ଆଗକୁ ବଢ଼ିପାରିବେ’
ଭଞ୍ଜନଗର,୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ରୁଢ଼ାପଦର ଆଶ୍ରମ ବିଦ୍ୟାଳୟର ୨୯ତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ପ୍ରଧାନଶିକ୍ଷକ ଗୌରହରି ବାଡ଼ତ୍ୟାଙ୍କ ସଭାପତିତ୍ୱରେ ସଭାକାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସେ ବିଦ୍ୟାଳୟର ବିଭିନ୍ନ ସମସ୍ୟାର ନିରାକରଣ ପାଇଁ ଉପସ୍ଥିତ…
ଆଜି ମା’ ବିଦ୍ୟାଦାତ୍ରୀଙ୍କ ପୂଜା
ଭୁବନେଶ୍ୱର,୨୩ା୧: ଆଜି ଅର୍ଥାତ୍ ସୋମବାର ମାଘ ମାସ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ କରାଯାଉଛି। ସମସ୍ତ ଶିକ୍ଷାନୁଷ୍ଠାନରେ ଛାତ୍ରୀଛାତ୍ର ଏକାଠି ହୋଇ ମା’ଙ୍କୁ ପୂଜାର୍ଚ୍ଚନା କରିଛନ୍ତି। ସରସ୍ବତୀ ଦିବ୍ୟଭାବର ପ୍ରତୀକ। ମା’ ସରସ୍ବତୀ ହେଉଛନ୍ତି କଣ୍ଠଚକ୍ର ବାଣୀ…
ବିଡିଓ ଦେଲେ ପ୍ରତିଶ୍ରୁତି: ସିଭିଲ ସର୍ଭିସ ପାଇଁ ମାଗଣା କୋଚିଂ…
ଦାରିଙ୍ଗବାଡି, ୧୬।୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଥିବା ଅନୁସୂଚିତ ଜନଜାତି ଓ ଜାତି ଏବଂ ପଛୁଆବର୍ଗ ଉନ୍ନୟନ ବିଭାଗ ଦ୍ୱାରା ରହିଥିବା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଉମାଶଙ୍କର…
Archives


