ପିକନିକ ବସ ଓଲଟି ୩୫ ଛାତ୍ର ଆହତ ଜମ୍ମୁ,୨୧।୧୨: ଶନିବାର (ଡିସେମ୍ବର ୨୦) ରାତିରେ ଜମ୍ମୁର ବିଷ୍ନାହ ନିକଟବର୍ତ୍ତୀ ରିଙ୍ଗ ରୋଡରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ପିକନିକ ସାରି ଫେରୁଥିବା ଏକ ଘରୋଇ ସ୍କୁଲ ବସ ନିୟନ୍ତ୍ରଣ ହରାଇ ଡିଭାଇଡରରେ ଧକ୍କା ଦେଇ ଓଲଟି ପଡ଼ିଥିଲା। ଏହି…