‘ରାଜନୈତିକ ଭୂମିକା ନ ନେଇ ଚାପ ଗୋଷ୍ଠୀ ଭାବେ କାମ କରିବ ସିଜେପି’ ମୁମ୍ବାଇ,୫ା୮: କକ୍ରୋଚ୍ ଜନତା ପାର୍ଟି (ସିଜେପି) ବର୍ତ୍ତମାନ ପାଇଁ ଏକ ଚାପ ଗୋଷ୍ଠୀ ଭାବେ କାର୍ଯ୍ୟ କରିବ ବୋଲି ଏହାର ପ୍ରତିଷ୍ଠାତା ଅଭିଜିତ ଦୀପ୍କେ ବୁଧବାର କହିଛନ୍ତି। ସରକାରୀ ସଂସ୍ଥାଗୁଡ଼ିକ ଉପରେ ଜନସାଧାରଣଙ୍କ ଆସ୍ଥା ହ୍ରାସ, ଇଥାନଲ ମିଶ୍ରିତ ଇନ୍ଧନ ଏବଂ…