ଶପଥ ନେଲେ ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟର ନବନିର୍ବାଚିତ ପ୍ରତିନିଧି
ଛତ୍ରପୁର,୧୬ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନ ଶୃଙ୍ଖଳିତ ଭାବେ ପରିଚାଳିତ ହୋଇ ଅଧ୍ୟକ୍ଷ ଡ. ଅଜୟ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ମହାବିଦ୍ୟାଳୟ ପରିସର ସମ୍ମିଳନୀ କକ୍ଷରେ ଶୁକ୍ରବାର ଶପଥ ଗ୍ରହଣ ସମାରୋହ…
ଭାଜପା ବିଧାୟକଙ୍କ ହୋମ୍ଟାଉନରେ ସବୁ ପୋଛି ନେଲା ବିଜୁ ଛାତ୍ର ଜନତା ଦଳ
ଭବାନୀପାଟଣା,୧୬ା୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଧର୍ମଗଡ଼ ପଞ୍ଚାୟତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନରେ ବିସିଜେଡି କ୍ଲିନ୍ସୁଇପ୍ କରିଛି। ଏଠାରେ ସଭାପତି, ସମ୍ପାଦକଙ୍କ ସମେତ ସମସ୍ତ ୬ଟି ପଦବୀରେ ବିସିଜେଡିର ପ୍ରାର୍ଥୀ ବିଜୟୀ ହୋଇଛନ୍ତି। ସଭାପତି ଭାବେ ଯୁଗେନ୍ଦ୍ର ବଣିଆ, ଉପସଭାପତି ମନୀଶ…
ବଲାଙ୍ଗୀର ସରକାରୀ କଲେଜରେ ସୁରୁଖୁରୁରେ ସରିଲା ନିର୍ବାଚନ
ବଲାଙ୍ଗୀର,୧୫ା୧୦(ସୁନିଲ କୁମାର ମହାନ୍ତି): ଦୀର୍ଘ ୮ ବର୍ଷ ପରେ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହୋଇଛି। ଏହି କ୍ରମରେ ବଲାଙ୍ଗୀର ସରକାରୀ ମହାବିଦ୍ୟାଳୟରେ ଗୁରୁବାର ସକାଳ ୮ଟାରୁ ଛାତ୍ର ସଂସଦ ନିର୍ବାଚନ ଆରମ୍ଭ ହୋଇ ଅପରାହ୍ନ ୨ଟାରେ ସରିଛି। ପ୍ରଥମଥର…
ଚାଲିଛି ନିର୍ବାଚନ: ବଲାଙ୍ଗୀର ମହିଳା କଲେଜରେ ଛାତ୍ରୀ ବାଛୁଛନ୍ତି ମନପସନ୍ଦର ପ୍ରାର୍ଥୀ
ବଲାଙ୍ଗୀର,୧୫ା୧୦(ସୁନିଲ କୁମାର ମହାନ୍ତି): ଦୀର୍ଘ ୮ ବର୍ଷ ପରେ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ଗୁରୁବାର ଚାଲିଛି। ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟରେ ଗୁରୁବାର ସକାଳ ୮ଟାରୁ ଛାତ୍ର ସଂସଦ ନିର୍ବାଚନ ଆରମ୍ଭ ହୋଇଛି।ମହାବିଦ୍ୟାଳୟର ତିନୋଟି ରୁମ୍ରେ ପୋଲିଂ ବୁଥ୍ କରାଯାଇଛି।…
ସୁମନଙ୍କ ଗିରଫଦାରୀକୁ ନେଇ ବଲାଙ୍ଗୀରରେ ସରଗରମ ରାଜନୀତି: ଥାନା ଘେରାଉ କଲେ ବିଜେଡି କର୍ମୀ
ବଲାଙ୍ଗୀର,୧୪ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବିଜୁ ଛାତ୍ର ଜନତା ଦଳ ସଭାପତି ସୁମନ ନନ୍ଦଙ୍କୁ ପୋଲିସ ଗିରଫ କରିଛି । ଏବିଭିପି ଛାତ୍ର ପ୍ରତିନିଧିଙ୍କୁ ଅପହରଣ କରାଯିବା ମାମଲାକୁ ନେଇ ତାଙ୍କୁ ଗିରଫ କରାଯାଇଥିବା ଜଣାପଡିଛି । ସୁମନ ନନ୍ଦଙ୍କୁ ପୋଲିସ…
ବଲାଙ୍ଗୀର ଜିଲା ବିଜୁ ଛାତ୍ର ଜନତା ଦଳ ସଭାପତି ସୁମନ ନନ୍ଦଙ୍କୁ ଗିରଫ କଲା ପୋଲିସ
ବଲାଙ୍ଗୀର,୧୪ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବିଜୁ ଛାତ୍ର ଜନତା ଦଳ ସଭାପତି ସୁମନ ନନ୍ଦଙ୍କୁ ପୋଲିସ ଗିରଫ କରିଛି। ଏବିଭିପି ଛାତ୍ର ପ୍ରତିନିଧିଙ୍କୁ ଅପହରଣ କରାଯିବା ମାମଲାକୁ ନେଇ ବଲାଙ୍ଗୀର ଜିଲା ଛାତ୍ର ସଭାପତି ସୁମନ ନନ୍ଦଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି।…
ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନରେ କର୍ମଚାରୀଙ୍କ ହସ୍ତକ୍ଷେପ, ଅଭିଯୋଗ ଆଣି ଉପଜିଲାପାଳଙ୍କ ଦ୍ୱାରସ୍ଥ ହେଲା ବିଜୁ ଛାତ୍ର ଜନତା ଦଳ
ଛତ୍ରପୁର,୧୪ା୧୦(ଦିଲ୍ଲୀପ ସାମଲ): ଦିନକ ପରେ ଛାତ୍ର ସଂସଦ ନିର୍ବାଚନ। ଗଞ୍ଜାମ କଲେଜରେ ଏବିଭିପି ଓ ବିସିଜେଡି ମଧ୍ୟରେ କଡ଼ା ଟକ୍କର ଚାଲିଛି। ଏହି ନିର୍ବାଚନ ପ୍ରକ୍ରିୟା ଜାରି ରହିଥିବା ବେଳେ ବିସିଜେଡି ପ୍ରାର୍ଥୀମାନେ ଆଣିଛନ୍ତି ସାଙ୍ଘାତିକ ଅଭିଯୋଗ। କଲେଜ କର୍ମଚାରୀମାନେ ଏବିଭିପି…
ଖଡ଼ିଆଳ କଲେଜ ସାଇନ୍ ଡାଏ: ଅଧ୍ୟକ୍ଷଙ୍କ ଇସ୍ତଫା ଦାବି ନେଇ ତେଜିଲା ଛାତ୍ର ଆନ୍ଦୋଳନ
ଖଡ଼ିଆଳ,୧୧ା୧୦(ସୁଜିତ୍ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବା ଘଟଣାକୁ ନେଇ କ୍ୟାମ୍ପସରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ଏହି ନିଷ୍ପତ୍ତି ବିରୋଧରେ ରବିବାର ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି) ସମର୍ଥିତ…

