Tag Archives: students union election

ଛାତ୍ର ସଂସଦ ନିର୍ବାଚନ ଫଳାଫଳକୁ ନେଇ ରାଜନୀତି, ଦଳର ମୁଖିଆମାନଙ୍କୁ ଭେଟୁଛନ୍ତି…

ଭୁବନେଶ୍ୱର, ୧୮।୧୦(ସୁନିତ୍‌ ମିଶ୍ର): ଛାତ୍ର ସଂସଦ ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ଏହାକୁ ନେଇ ରାଜ୍ୟ ରାଜନୀତି ଜୋର୍‌ ଧରିବାରେ ଲାଗିଛି। ନିଜ ନିଜ ଦଳର ବିଜୟୀ ଛାତ୍ର ନେତାମାନେ ସେମାନଙ୍କ ଦଳର ମୁଖିଆମାନଙ୍କୁ ଆସି ସାକ୍ଷାତ କରିବାରେ ଲାଗିଛନ୍ତି।…

ଗଞ୍ଜାମ ମହାବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନରେ ଅନିୟମିତତା ଅଭିଯୋଗ

ଗଞ୍ଜାମ,୧୬ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ଅନୈତିକତାକୁ ନେଇ ବିଜୁ ଜନତା ଦଳ ସମର୍ଥିତ ଛାତ୍ର ପକ୍ଷରୁ ଅଭିଯୋଗ ହୋଇଛି l ଗୁରୁବାର ଦୀର୍ଘ ଦେଢ଼ ଘଣ୍ଟା ସମୟ ଧରି କଲେଜ ମୁଖ୍ୟ ଫାଟକ ଅବରୋଧ କରି ହୋ-ହଲ୍ଲା…

ଛାତ୍ର ସଂସଦ ନିର୍ବାଚନ ବନ୍ଦ ଘୋଷଣା ପରେ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଶୂନ୍‌ଶାନ୍‌

ବଲାଙ୍ଗୀର,୧୫ା୧୦(ବୀରେନ୍ଦ୍ର କୁମାର ଝାଙ୍କର): ଆଇନଶୃଙ୍ଖଳା ପରିସ୍ଥିତିକୁ ନଜରରେ ରଖି ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନକୁ ବୁଧବାର ରାତିରେ ବନ୍ଦ ଘୋଷଣା କରାଯାଇଥିଲା। ନିର୍ବାଚନ ବାତିଲ ପରେ ଆଜି ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍‌ ଶୂନ୍‌ଶାନ ହୋଇଯାଇଛି। ପୋଲିସ ଫୋର୍ସ ଉପସ୍ଥିତ…

ବାଣୀବିହାର କ୍ୟାମ୍ପସରେ ଛାତ୍ର ଉତ୍ତେଜନା: ସମସ୍ତ ପ୍ରାର୍ଥୀଙ୍କ ସହଯୋଗ ଲୋଡ଼ିଲେ ସିପି-ଡିସିପି

ଭୁବନେଶ୍ୱର,୧୪ା୧୦: ଉତ୍କଳ ବିଶ୍ୱବିଦ୍ୟାଳୟ ବାଣୀବିହାର କ୍ୟାମ୍ପସରେ ଛାତ୍ର ଉତ୍ତେଜନା ଥମିବାର ନାଁ ନେଉନାହିଁ। କ୍ୟାମ୍ପସ ଭିତରକୁ ଅଣଛାତ୍ରଙ୍କ ପ୍ରବେଶକୁ ନେଇ ପରିସ୍ଥିତି ଅଶାନ୍ତ ରହିଛି, ଯାହାଫଳରେ ନିର୍ଦ୍ଧାରିତ ‘ହ୍ବାଏ ଆଇ ଷ୍ଟାଣ୍ଡ ଫର୍‌’ ବୈଠକ ମଧ୍ୟ ଆରମ୍ଭ ହୋଇପାରିନାହିଁ। କ୍ୟାମ୍ପସ ଅଡିଟୋରିୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?