ଶିକ୍ଷକ ନିଯୁକ୍ତି ଦାବିରେ ଗେଟ୍ରେ ତାଲା ପକାଇଲେ ଅଭିଭାବକ
ଅମରପାଲି,୬ା୧୧(ପୀତାମ୍ବର ସାହୁ): ସ୍କୁଲରେ ଶିକ୍ଷକ ଅଭାବ ଯୋଗୁ ପାଠପଢ଼ା ବାଧାପ୍ରାପ୍ତ। ବାରମ୍ବାର ଅଭିଯୋଗ ସତ୍ତ୍ୱେ ଶିକ୍ଷକ ନିଯୁକ୍ତି ହେଉ ନ ଥିବାରୁ ଶେଷରେ ସ୍କୁଲ ଫାଟକରେ ତାଲା ପକାଇ ପ୍ରତିବାଦକୁ ଓହ୍ଲାଇଛନ୍ତି ଅଭିଭାବକ ଓ ଗ୍ରାମବାସୀ। ଏଭଳି ଅଭାବନୀୟ ଘଟଣା ସୁବର୍ଣ୍ଣପୁର…
ଚଳନ୍ତା ସ୍କୁଲ ବସ୍ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…
କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍ ନଂ ଓ ୦୩-ଏନ, ୬୯୪୫ରେ ଏକ ୫ ଫୁଟର ନାଗ ସାପ ରହିଥିଲା। ସ୍କୁଲ ଛୁଟି ହେବାପରେ କେସିଙ୍ଗା…
ସ୍ମାର୍ଟ କ୍ଲାସ୍ରୁମ୍ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର
ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍ରୁମ୍ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍ରୁମ୍ ଏବେ କେବଳ ନାମକୁ ରହିଯାଇଛି। କନ୍ଧମାଳ ଜିଲା ବାଲିଗୁଡ଼ା ଅଞ୍ଚଳର ନୀଲିପଡ଼ା ସରକାରୀ…
ମଧ୍ୟାହ୍ନଭୋଜନରେ ଅନୟମିତତା: ବିଦ୍ୟାଳୟ ଉପସ୍ଥାନ ଖାତାରେ ଅଧିକ ପିଲା, ବାସ୍ତବରେ କମ୍
ଝରିଗାଁ,୭ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ସରକାରୀ ସ୍କୁଲରେ ନିମ୍ନମାନର ମଧ୍ୟାହ୍ନଭୋଜନ ପ୍ରଦାନ କରାଯାଉଥିବା ବେଳେ କିଛି ଛାତ୍ରୀଛାତ୍ର ସେହି ଭୋଜନ ଖାଉ ନାହାନ୍ତି। ଏପରିକି ଯେଉଁ ପିଲାମାନେ ଅଣ୍ଡା ଖାଉନାହାନ୍ତି, ସେମାନଙ୍କ ପାଇଁ ଭାତ, ଡାଲି ଛଡ଼ା ଆଉ କିଛି ଦିଆଯାଉନାହିଁ। ସେହିପରି…
ବିଭିନ୍ନ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ
ଦାରିଙ୍ଗବାଡ଼ି,୨ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ସରକାରୀ ଓ ବେସରକାରୀ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ଶୁକ୍ରବାର ଗାନ୍ଧୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ପ୍ରରିପ୍ରେକ୍ଷୀରେ ଦୁର୍ଗମ କାଟିଙ୍ଗିଆ ପଞ୍ଚାୟତ ତିଆରିଗାଁ…
ଉପକୂଳ ପରିବେଶ ସୁରକ୍ଷା ସମ୍ପର୍କିତ ତର୍କ ପ୍ରତିଯୋଗିତା: ସୁନ୍ଦର ପୃଥିବୀ ଗଠନ ପାଇଁ ଛାତ୍ରୀଛାତ୍ର ନେଲେ ଶପଥ
ମହାକାଳପଡ଼ା,୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସଦରମହକୁମା କିଆରବାଙ୍କସ୍ଥିତ ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ସଭାଗୃହରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ଉପକୂଳ ପରିବେଶ ସୁରକ୍ଷା ସମ୍ପର୍କିତ ବାର୍ଷିକ ତର୍କ ପ୍ରତିଯୋଗିତା-୨୦୨୬ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏହି…
ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର
ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି ଲୋକଙ୍କ ଯାତାୟାତ ପାଇଁ ହୋଇଥିବା ରାସ୍ତାକୁ ତାଡି ଦିଆଯାଇଛି। ସେହି ରାସ୍ତାରୁ ମାଟି…
ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା
ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ ବାତାବାରଣ ମଧ୍ୟ ବଦଳି ପାରୁନାହିଁ। ଅସ୍ବାସ୍ଥ୍ୟକର ପରିବେଶରେ ବାରଣ୍ଡାରେ ରୋଷେଇ ହେଉଛି। ଏଭଳି…

