Students

ହଷ୍ଟେଲ ଫି’ ବୃଦ୍ଧି ପ୍ରତିବାଦରେ ଆନ୍ଦୋଳନକୁ ଓହ୍ଲାଇଲେ ଛାତ୍ରୀଛାତ୍ର

ବଲାଙ୍ଗୀର,୨ା୭(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ର ହଷ୍ଟେଲ ଫି’ ବୃଦ୍ଧି ପ୍ରତିବାଦରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ବିଶ୍ୱବିଦ୍ୟାଳୟ ଭି. ସିଙ୍କ ଅଫିସ ସମ୍ମୁଖରେ ଧାରଣାରେ ବସିଥିଲେ…

1 year ago

CBSE ପରୀକ୍ଷା ଫଳ ନେଇ ପୁଣି ଧାରଣାରେ ବସିଲେ ଛାତ୍ରୀଛାତ୍ର

ପଦ୍ମପୁର,୫ା୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡର ୬ଟି ବିଦ୍ୟାଳୟର ୮୮୫ ଛାତ୍ରୀଛାତ୍ର CBSE ପରୀକ୍ଷା ଫଳ ପାଇଁ ମାନ୍ୟବର କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମ୍ବଲପୁରସ୍ଥିତ…

1 year ago

୮ଟି ଶ୍ରେଣୀକୁ ୫ କୋଠରି, ବାରଣ୍ଡାରେ ପଢୁଛନ୍ତି ଛାତ୍ରୀଛାତ୍ର

କେସିଙ୍ଗା,୧୩ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଶିକ୍ଷାଦାନ କ୍ଷେତ୍ରରେ ବହୁ ଅବହେଳା ହେଉଛି। ଇତିମଧ୍ୟରେ ଗଣଶିକ୍ଷା ଓ ବିଦ୍ୟାଳୟ ମନ୍ତ୍ରୀ କେସିଙ୍ଗା ପରିଦର୍ଶନ ଆସି ଫେଇଯାଇଛନ୍ତି।…

2 years ago

ଶ୍ରେଣୀଗୃହରେ ତାଲା,ବାରଣ୍ଡାରେ ପିଲା

ଭୁବନେଶ୍ବର,୧୧ା୪(ସୁଚିସ୍ମିତା ସାହୁ): କୌଣସି ଉପାନ୍ତ କି ଗ୍ରାମାଞ୍ଚଳ ନୁହେଁ, ଖୋଦ୍‌ ରାଜଧାନୀରେ ବିଦ୍ୟାଳୟର ଦୟନୀୟ ଅବସ୍ଥା ଦେଖିବାକୁ ମିଳିଛି। ଶିକ୍ଷକ ଅଭାବରୁ ବିଦ୍ୟାଳୟରେ ତାଲା ଝୁଲୁଥିବାବେଳେ ପିଲାଙ୍କ…

2 years ago

ଜାପାନ ଯିବେ ୩ ମେଧାବୀ ଛାତ୍ରୀଛାତ୍ର

ଢେଙ୍କିକୋଟ,୧୧ା୪(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟ୍‌ରେ ଥିବା ଶିକ୍ଷାନୁଷ୍ଠାନ ଶ୍ରୀଗୁରୁକୁଳ ଇଂଲିଶ ମିଡିୟମ ସ୍କୁଲର ୩ ମେଧାବୀ ଛାତ୍ରୀଛାତ୍ର ଜାପାନ ଯିବେ। ସେମାନେ ହେଉଛନ୍ତି ୧୦ମ ଶ୍ରେଣୀର…

2 years ago

ଛାତ୍ରୀଛାତ୍ରଙ୍କୁ ପୌଷ୍ଟିକ ମାଣ୍ଡିଆ ଲଡୁ ବଣ୍ଟନ

ଦିଗପହଣ୍ଡି,୧ା୪(ଅଶେଷ ନାଥ ମିଶ୍ର): ରାଜ୍ୟ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶାନାମା ଅନୁଯାୟୀ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାରେ ମଙ୍ଗଳବାରଠାରୁ ଦିଗପହଣ୍ଡି ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଛାତ୍ରୀଛାତ୍ରମାନଙ୍କୁ ପୌଷ୍ଟିକ…

2 years ago

ହଷ୍ଟେଲରୁ ୧୫ ଛାତ୍ର ଫେରାର ହୋଇଯିବା ଘଟଣା: ପ୍ରଧାନଶିକ୍ଷୟିତ୍ରୀଙ୍କୁ ନିଲମ୍ବନ କଲେ ବିଇଓ

ବଣାଇଁ,୩୦ା୧(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡ ମହୁଲପଦା ଥାନା ଅନ୍ତର୍ଗତ ସିହିଡିଆ ଗ୍ରାମର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଥିବା ଛାତ୍ରାବାସରୁ ଗତ ୨୮ ତାରିଖ ରାତିରେ…

2 years ago

ମଧ୍ୟାହ୍ନଭୋଜନ ଖାଇ ୨୫ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅସୁସ୍ଥ, ବାସି ଭାତକୁ ବାସି ଡାଲି କହିଲେ…

ଦାରିଙ୍ଗବାଡ଼ି,୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବଡ଼ ଅଘଟଣ ଘଟିଛି। ଶନିବାର ମଧ୍ୟାହ୍ନଭୋଜନ ଖାଇବା ପରେ ପ୍ରଥମେ ୬ ଓ…

2 years ago

ବିଦ୍ୟାଳୟରେ ଝାଡୁ ମାରିବା ଘଟଣା: ଧରିତ୍ରୀରେ ଖବର ପ୍ରକାଶ ପରେ ବିଇଓ କହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଦାରିଙ୍ଗବାଡ଼ି,୭ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ଡକରବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ବିଦ୍ୟାଳୟ ପରିସର ମଧ୍ୟରେ ନିୟମିତ ପାଳି କରି ଝାଡୁ…

2 years ago

ଠିକାଦାରଙ୍କ ମନମାନି: ରାସ୍ତା ଖୋଳି ଛାଡ଼ିଦେଲେ, ଗାତରେ ପଡ଼ି ଛାତ୍ରୀଛାତ୍ର ଆହତ

ବରୀ,୨୬ା୯(ମହେନ୍ଦ୍ର ସ୍ବାଇଁ): ପାନୀୟ ଜଳ ଯୋଗାଣ ନିମନ୍ତେ ସରକାରଙ୍କ ତରଫରୁ ଅର୍ଥ ମଞ୍ଜୁର ହୋଇଛି। କିନ୍ତୁ ଦାୟିତ୍ୱରେ ଥିବା ଠିକାଦାର ନିଜର ମନମାନି ଯୋଗୁ ଦୀର୍ଘଦିନ ଧରି…

2 years ago

୩ ଅନୁସୂଚିତ ଜନଜାତି ଡାକ୍ତରୀ ଛାତ୍ରୀଛାତ୍ର ସରକାରୀ ସହାୟତା ପାଇଁ କଲେ ଆବେଦନ, ବିନା କୋଚିଂରେ…

ଦାରିଙ୍ଗବାଡ଼ି,୧୫ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳର ଅନୁସୂଚିତ ଜନଜାତି ସମ୍ପ୍ରଦାୟର ୩ ଛାତ୍ରୀଛାତ୍ର ନିଟ୍‌ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ବାଡ଼ାବାଙ୍ଗା ପଞ୍ଚାୟତ…

2 years ago

ସେବାଶ୍ରମରେ ତାଲା ପକାଇ ଫାଟକ ସାମ୍ନାରେ ଧାରଣାରେ ବସିଲେ ଅଭିଭାବକ, ଦାବି ପୂରଣ ନ ହେଲେ…

ଦାରିଙ୍ଗବାଡ଼ି,୨୩ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ପର୍ତ୍ତମାହା ସରକାରୀ ସେବାଶ୍ରମକୁ ତାଲା ପକାଇ ବିକ୍ଷୋଭ କରୁଛନ୍ତି ଅଭିଭାବକ ଓ ପଞ୍ଚାୟତ ଅଞ୍ଚଳବାସୀ। ଶିକ୍ଷକ ଅଭାବକୁ ପୁରଣ…

2 years ago