ବାକ୍ସ ଭିତରୁ ତୃତୀୟ ଶ୍ରେଣୀ ଛାତ୍ର ଉଦ୍ଧାର ଘଟଣା: ଦାୟିତ୍ୱରୁ ହଟିଲେ ଶିକ୍ଷୟିତ୍ରୀ
ବଣାଇ,୧୪ା୯(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଗୁରୁଣ୍ଡିଆ ବ୍ଲକ ଅନ୍ତର୍ଗତ ଜର୍ଡ଼ାର ଏକ ବିଦ୍ୟାଳୟ ଛାତ୍ରାବାସରେ ପହଞ୍ଚି ପ୍ରଶାସନ ଖୋଳତାଡ଼ ଆରମ୍ଭ କରିଛି। ତୃତୀୟ ଶ୍ରେଣୀ ଛାତ୍ର ବାକ୍ସରୁ ଉଦ୍ଧାର ଘଟଣାରେ ଆକ୍ସନ ନେଇଛି ପ୍ରଶାସନ। ହଷ୍ଟେଲ ଦାୟିତ୍ୱରେ ଥିବା ଶିକ୍ଷୟିତ୍ରୀଙ୍କୁ...
ବିଦ୍ୟାଳୟ ବାରଣ୍ଡାରେ ବସି ପିଲା ପାଠ ପଢ଼ିବା ଘଟଣା: ଖବର ପ୍ରକାଶ ପରେ ଖୋଲିଲା ତାଲା
ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୧୩ା୯(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ରୀଛାତ୍ର ବିଦ୍ୟାଳୟ ବାରଣ୍ଡାରେ ବସି ପାଠ ପଢୁଥିଲେ। ଏନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ବ୍ଲକ ପ୍ରଶାସନ ଏହାକୁ...
ଗେଟ୍ ବନ୍ଦ କରି ବିଦ୍ୟାଳୟ ସାମ୍ନାରେ ଧାରଣାରେ ବସିଲେ ଛାତ୍ରୀଛାତ୍ରୀ-ଅଭିଭାବକ
ବାସୁଦେବପୁୀର,୬ା୯(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକର କୃଷ୍ଣପୁର ପଞ୍ଚାୟତର ବୋହୂମା ଘେରି ବିଦ୍ୟାଳୟର ସାମ୍ନାରେ ଶନିବାର ଅଭିଭାବକ ଛାତ୍ରୀଛାତ୍ର ସ୍କୁଲ୍ ଗେଟ୍ ବନ୍ଦ କରି ସ୍କୁଲ ଆଗରେ ଧାରଣାରେ ବସିଛନ୍ତି। ବିଦ୍ୟାଳୟରେ ବିପଦସଂକୁଳ ଗୃହକୁ ଭାଙ୍ଗି ନୂତନ...
କୌଣସି ପ୍ରାକୃତିକ ବିପର୍ଯ୍ୟୟ ପାଇଁ ନୁହେଁ, ଏହି କାରଣରୁ ୭୫୦ ସ୍କୁଲ ବନ୍ଦ, କାରଣ ଜାଣିଲେ…
ଏଥେନ୍ସ,୩ା୯: ଦେବତାଙ୍କ ଭୂମି କୁହାଯାଉଥିବା ଗ୍ରୀସ୍ରେ ୭୫୦ରୁ ଅଧିକ ସ୍କୁଲ ବନ୍ଦ କରାଯାଇଛି। କୌଣସି ବିପର୍ଯ୍ୟୟ କିମ୍ବା ବନ୍ୟା କି ବାତ୍ୟା ସତର୍କତା ଯୋଗୁ ଏହି ନିଷ୍ପତ୍ତି ନିଆଯାଇନାହିଁ ବରଂ ଏହାର କାରଣ ହେଉଛି ଗ୍ରୀସ୍ରେ ଜନ୍ମହାର ଗମ୍ଭୀର ସଙ୍କଟ...
ଶିକ୍ଷାବର୍ଷର ଅଧା ସମୟ ସରିବାକୁ ବସିଲାଣି, ଏଯାଏ ପିଲାଙ୍କୁ ମିଳିଲାନି ସ୍କୁଲ ୟୁନିଫର୍ମ
ଭୁବନେଶ୍ୱର,୨୯ା୮(ସୁଚିସ୍ମିତା ସାହୁ): ଏବର୍ଷ ସମସ୍ତ ଛାତ୍ରୀଛାତ୍ରଙ୍କୁ ଟି ଶର୍ଟ, ପ୍ୟାଣ୍ଟ, ଜୋତା, ଟୋପି ଏବଂ ପରିଚୟପତ୍ର ମାଗଣାରେ ଯୋଗାଇ ଦେବାକୁ ରାଜ୍ୟ ସରକାର କହିଥିଲେ। ପିଲାମାନେ ମଧ୍ୟ ଖୁସିରେ ଅପେକ୍ଷା କରିଥିଲେ। ହେଲେ ଶିକ୍ଷା ବର୍ଷର ଅଧା ସମୟ ସରିବାକୁ...
ସଂସ୍କୃତ ଶିକ୍ଷକଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ୭ ଛାତ୍ରୀ, କହିଲେ ସାର୍ ଆମକୁ…
ବଣାଇଁ,୨୯ା୮: ଜନୈକ ସଂସ୍କୃତ ଶିକ୍ଷକଙ୍କ ନାଁରେ ସାଙ୍ଘାତିକ ଅଭିଯୋଗ ହୋଇଛି। ଏପରି ଅଭିଯୋଗ ଆଣିଛନ୍ତି ୭ ଛାତ୍ରୀ। ତେବେ ଶିକ୍ଷକ ଜଣକ କୁଆଡ଼େ ଏହି ଛାତ୍ରୀମାନଙ୍କୁ ଅସଦାଚରଣ କରୁଥିଲେ। ଛାତ୍ରୀମାନେ କହିଛନ୍ତି, ସାର ଆମକୁ ସବୁବେଳେ ଅସଦାଚରଣ କରନ୍ତି। ଏନେଇ...
କ୍ଲାସ୍ରୁମ୍କୁ ଛାତ୍ରୀଛାତ୍ରଙ୍କୁ ମୋବାଇଲ ମନା, ଏହି ଦିନଠାରୁ ହେବ କାର୍ଯ୍ୟକାରୀ
ସିଓଲ,୨୮ା୮: ସ୍କୁଲ ଯାଉଥିବା ଛାତ୍ରୀଛାତ୍ରଙ୍କ ମଧ୍ୟରେ ବଢ଼ୁଥିବା ସ୍ମାର୍ଟଫୋନ୍ ନିଶା ଚିନ୍ତାର ବିଷୟ ହୋଇପଡ଼ିଛି। ଏହାକୁ ଦୃଷ୍ଟିରେ ରଖି ପୂର୍ବରୁ ଅଷ୍ଟ୍ରେଲିଆ ଛାତ୍ରୀଛାତ୍ରଙ୍କ ପାଇଁ ସୋସିଆଲ ମିଡିଆକୁ ନିଷେଧ କରିଥିଲା। ଏବେ ଦକ୍ଷିଣ କୋରିଆ ମଧ୍ୟ ସମାନ ନିଷ୍ପତ୍ତି ନେଇ...
ସ୍କୁଲରେ ଚାଲିଥିଲା ଗଣେଶ ପୂଜା, ହଠାତ୍ ଟଳିପଡ଼ିଲେ ଛାତ୍ର, ଆଉ ତା’ ପରେ…
ନୀଳଗିରି,୨୭ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): ଉତ୍ସବମୁଖର ଥିଲା ସ୍କୁଲ ପରିସର। ସାଙ୍ଗସାଥୀରେ ପିଲାମାନଙ୍କ ସାଥୀରେ ଗୀତର ତାଳେତାଳେ ନାଚୁଥିଲେ ନବମଶ୍ରେଣୀରେ ଛାତ୍ର ପ୍ରିୟାଂଶୁ। ହଠାତ୍ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତଳେ ପଡ଼ିଯାଇଥିଲେ। ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ଦଉଡ଼ି ଆସିଥିଲେ। ମାତ୍ର...
ପିଲାଙ୍କୁ ବିଦ୍ୟାଳୟରେ ଆଣ୍ଠେଇ ଦେଲେ ଶିକ୍ଷକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ ପରେ…
କଟକ ସଦର,୨୫ା୮(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ଏକ ଉଚ୍ଚ ବିଦ୍ୟାଳୟରେ ପ୍ରାର୍ଥନା କ୍ଲାସ୍ରେ ପିଲାମାନେ ଆଣ୍ଠେଇବା ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଶନିବାର ସକାଳେ ପ୍ରାର୍ଥନା କ୍ଲାସ ଚାଲିଥିବା ବେଳେ ଅନେକ ପିଲାଙ୍କୁ ବିଦ୍ୟାଳୟ...
କାହିଁକି ବାରମ୍ବାର କ୍ୟାନ୍ସେଲ୍ ହୋଇଥାଏ ଷ୍ଟଡି ଲୋନ୍, ଆପଣ କରୁନାହାନ୍ତି ତ ଏହି ଭୁଲ୍, ନିଶ୍ଚିତ ଜାଣି ରଖନ୍ତୁ…
ଯଦି ଆପଣ କୌଣସି ବିଶ୍ୱବିଦ୍ୟାଳୟ କିମ୍ବା କଲେଜରେ ଏଣ୍ଟ୍ରି କରିବାକୁ ଚାହୁଁଛନ୍ତି ଏବଂ ଆପଣ ଷ୍ଟଡି ଲୋନ୍ ସାହାଯ୍ୟରେ ଅଧ୍ୟୟନ କରିବାକୁ ଚାହୁଁଛନ୍ତି, ତେବେ ଏହି ଖବର ନିଶ୍ଚିତ ଜାଣିରଖନ୍ତୁ। ପ୍ରାୟତଃ ଦେଖାଯାଏ, ଷ୍ଟଡି ଲୋନ୍ ପାଇଁ ଆବେଦନ କରୁଥିବା...
ଡ୍ରପ୍ ଆଉଟ୍ ଛାତ୍ରୀଛାତ୍ରଙ୍କ ପୁନଃ ନାମାଙ୍କନ ନେଇ ସଚେତନ
ଥୁଆମୂଳ ରାମପୁର,୧୬ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ବଡ଼ଛତ୍ରଙ୍ଗସ୍ଥିତ ସରକାରୀ ଉଚ୍ଚବିଦ୍ୟାଳୟଠାରେ ତାଲୁକ ଆଇନ ସେବା କମିଟି ଅଧ୍ୟକ୍ଷ ତଥା ଜେଏମ୍ଏଫ୍ସି କୋର୍ଟର ବିଚାରକ ଡଃ ତାରିଣୀ ପ୍ରସାଦ ସାହୁଙ୍କ ତତ୍ତ୍ୱାବଧାନରେ ଡ୍ରପ୍ ଆଉଟ୍ ଛାତ୍ରୀଛାତ୍ରଙ୍କ...
ଏହି ୪ ବ୍ଲକରେ ସ୍କୁଲ ଛୁଟି ଘୋଷଣା
ଭଦ୍ରକ,୩୦ା୭: ଭଦ୍ରକ ଜିଲାର ୪ ବ୍ଲକରେ ଆଜି ଅର୍ଥାତ୍ ବୁଧବାର ସ୍କୁଲ ଛୁଟି ଘୋଷଣା କରାଯାଇଛି। ଜିଲାର ତିହିଡ଼ି, ଧାମନଗର, ବାସୁଦେବପୁର, ଚାନ୍ଦବାଲି ବ୍ଲକରେ ସମସ୍ତ ସ୍କୁଲ ଆଜି ଦିନକ ପାଇଁ ଛୁଟି ଘୋଷଣା କରାଯାଇଛି। ଲଗାଣ ବର୍ଷା ପାଇଁ...
Archives


