Tag Archives: Students

ବିଦ୍ୟାଳୟ ଭିତରେ ପଶିଲା ପାଣି, ପିଲା ପାଠ ପଢ଼ିବାରେ ବ୍ୟାହତ

କର୍ଲାମୁଣ୍ଡା,୫ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସାପଲହରା ପଞ୍ଚାୟତ ବାଞ୍ଜିପଦର୍‌ ପ୍ରାଥମିକ ବିଦ୍ୟାଳୟରେ ଦୁଇ ଫୁଟ ବର୍ଷା ପାଣି ଜମି ରହିଥିବା ଦେଖିବାକୁ ମିଳିଛି। ଶୁକ୍ରବାର, ଶନିବାର ଓ ରବିବାର ତିନି ଦିନ ଧରି ଲଗାଣ ବର୍ଷା ଯୋଗୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ ଜନଜାତିଙ୍କ ବାଧକ ସାଜିଛି ଦାରିଦ୍ର୍ୟ। ଯେଉଁ ବୟସରେ ପିଲାମାନେ ପାଠ ପଢିବା କଥା…

ଗଣଶିକ୍ଷା ବିଭାଗର ବଡ଼ ଘୋଷଣା, ଛାତ୍ରୀଛାତ୍ରଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି

ଭୁବନେଶ୍ୱର,୧।୭: ଛାତ୍ରଛାତ୍ରୀଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି । ଚଳିତ ବର୍ଷରେ ହିଁ ନୂଆ ବହି ଯୋଗାଇ ଦେବେ ସରକାର । ଯଥା ସମ୍ଭବ ଛାତ୍ରୀଛାତ୍ରଙ୍କୁ ବହି ଯୋଗାଇ ଦିଆଯିବ ବୋଲି ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ ବିଦ୍ୟାଳୟ ଓ ଗଣଶିକ୍ଷା…

ଶ୍ରମ ନୁହେଁ, ଶିକ୍ଷା ଚାହୁଁ

ମହାକାଳପଡ଼ା,୨୮ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାରଡ଼ାଙ୍ଗ ପଞ୍ଚାୟତ ସ୍ଥାନୀୟ ନନ୍ତାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ସୁନ୍ଦର ମୋହନ ସିଂଙ୍କ ତତ୍ତ୍ୱାବଧାନରେ ଶନିବାର ପୂର୍ବାହ୍ନରେ ଛାତ୍ରୀଛାତ୍ରମାନେ ଗାଁ ପରିକ୍ରମା କରି ଶ୍ରମ ନୁହେଁ ଶିକ୍ଷା ଲାଭ କରିବା…

ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଲେ ଛାତ୍ରୀଛାତ୍ର-ଗ୍ରାମବାସୀ, ବିଧାୟକ କହିଲେ ରୋଗୀଙ୍କ ଜୀବନ…

ଭଞ୍ଜନଗର,୨୪ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ବୁଧବାର ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ସ୍ବେଚ୍ଛାସେବୀ ଅନୁଷ୍ଠାନ ସ୍ବାତୀର ୨୮ ତମ ପ୍ରତିଷ୍ଠା ଦିବସ ଅବସରରେ ସ୍ବାତୀ ଏବଂ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ…

ସରିଲା ଛୁଟି, କେଭିରେ ଆରମ୍ଭ ହେଲା +୨ ପାଠପଢ଼ା

ଭଞ୍ଜନଗର,୨୨ା୬(ବାବୁଲା ପ୍ରଧାନ): ଗ୍ରୀଷ୍ମ ଛୁଟି ସରିବା ପରେ ସୋମବାରଠାରୁ ଗଞ୍ଜାମ ଜିଲାର ସମସ୍ତ ବିଦ୍ୟାଳୟ ଖୋଲିଛି। ଛାତ୍ରୀଛାତ୍ର ନିର୍ଦ୍ଧାରିତ ସମୟରେ ବିଦ୍ୟାଳୟକୁ ଆସିଛନ୍ତି। ଅନ୍ୟପଟେ ଚଳିତ ବର୍ଷ ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟରେ ଯୁକ୍ତ ୨ ପ୍ରଥମ ବର୍ଷ ବିଜ୍ଞାନ…

ବର୍ଷକୁ ୧୦ ଦିନ ବିନା ବ୍ୟାଗ୍‌ରେ ସ୍କୁଲ ଆସିବେ ଛାତ୍ରୀଛାତ୍ର, ସପ୍ତମ ଶ୍ରେଣୀ ପାଇଁ ସପ୍ତାହକୁ…

ଭୁବନେଶ୍ୱର,୮ା୬: ବର୍ଷକୁ ୧୦ ଦିନ ବିନା ବ୍ୟାଗ୍‌ରେ ସ୍କୁଲ ଆସିବେ ଛାତ୍ରୀଛାତ୍ର। ଜାତୀୟ ଶିକ୍ଷା ନୀତି-୨୦୨୦କୁ ସ୍କୁଲରେ ଲାଗୁ ପାଇଁ ନିଷ୍ପତ୍ତି ନିଆଯାଇଛି। ଏନଇପି-୨୦୨୦ ଅନୁଯାୟୀ, ପାଠ୍ୟକ୍ରମ ରୂପରେଖରେ ପରିବର୍ତ୍ତନ କରାଯାଇଛି। ସମସ୍ତ ଶ୍ରେଣୀର ପିଲାଙ୍କ ବିଷୟବସ୍ତୁ ଉପରୁ ଭାର ହ୍ରାସ…

ତାରାତାରିଣୀ କଲେଜର ସଫଳତା: ଯୁକ୍ତଦୁଇ ବିଜ୍ଞାନରେ ଆଗରେ ପୁଅ, କଳାରେ ଝିଅ

ପୁରୁଷୋତ୍ତମପୁର,୨୧ା୫(ସବିତା ମିଶ୍ର): ଚଳିତବର୍ଷ ଯୁକ୍ତଦୁଇ ଓ ଯୁକ୍ତତିନି ପରୀକ୍ଷାରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜକୁ ବଡ଼ ସଫଳତା ମିଳିଛି। ଅଧ୍ୟକ୍ଷ ଡଃ ପ୍ରଦୀପ କୁମାର ସାହୁ ଓ ଅଧ୍ୟାପକ ଡଃ ଶ୍ରୀରାମ ମିଶ୍ରଙ୍କ ପ୍ରତ୍ୟକ୍ଷ ତଦାରଖ ଯୋଗୁ ଏଭଳି ଗୌରବ…

ଗଞ୍ଜାମରେ ୪୨୯୧୮ ଛାତ୍ରୀଛାତ୍ର ମାଟ୍ରିକ୍‌ ପାସ୍‌, ୨୯୫ ବିଦ୍ୟାଳୟର ରେଜଲ୍ଟ ଶତପ୍ରତିଶତ

ଭଞ୍ଜନଗର,୨ା୫(ବାବୁଲା ପ୍ରଧାନ): ଶନିବାର ପ୍ରକାଶ ପାଇଛି ମାଟ୍ରିକ ରେଜଲ୍ଟ। ଏଥିରେ ଗଞ୍ଜାମ ଜିଲାର ୯୮.୨୫ ପ୍ରତିଶତ ଛାତ୍ରୀଛାତ୍ର ପାସ୍‌ ହୋଇଛନ୍ତି। ଜିଲାର ୬୩୮ଟି ବିଦ୍ୟାଳୟର ୪୪୨୦୬ ଛାତ୍ରୀଛାତ୍ର ଫର୍ମ ପୂରଣ କରିଥିଲେ। ସେଥିମଧ୍ୟରୁ ୫୨୨ ଜଣ ପରୀକ୍ଷା ଦେଇ ନ ଥିଲେ।…

ନିଜର ସୁରକ୍ଷା ନେଇ ଆଗେଇ ଆସିଲେ ଛାତ୍ରୀ, ଆତ୍ମରକ୍ଷା ପାଇଁ କଲେ…

ଦିଗପହଣ୍ଡି,୨୬ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜରେ ଗୁରୁବାର ଅଧ୍ୟକ୍ଷ ନିହାର ରଞ୍ଜନ କରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ‘ଛାତ୍ରୀ ଆତ୍ମରକ୍ଷା ତାଲିମ ଶିବିର’ ଉଦ୍‌ଯାପିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଆଇନଜୀବୀ ହରପ୍ରସାଦ…

ସାଇକେଲରେ ବିଦ୍ୟାଳୟ ଯାଉଥିଲେ ଦୁଇ ଛାତ୍ର, ପାଚେରିରେ ପିଟି ହୋଇ…

ମୋହନା,୨୬ା୩(ମନ୍ମଥ ମିଶ୍ର): ସାଇକେଲରେ ବିଦ୍ୟାଳୟକୁ ଯିବା ବେଳେ ପାଚେରିରେ ପିଟି ହୋଇ ଦୁଇ ଛାତ୍ର ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ରାମଗିରି ଗ୍ରାମରେ। ସୂଚନାନୁଯାୟୀ, ଆର୍‌ ଉଦୟଗିରି ବ୍ଲକ ଅନଘା ପଞ୍ଚାୟତ ରାଉଳପଡ଼ା ଗାଁର…

ନାଟକ ଜରିଆରେ ଛାତ୍ରୀଛାତ୍ର ପାଳିଲେ ବିଶ୍ୱ ବନ ଦିବସ, ଲୋକଙ୍କୁ ସଚେତନ କରି…

ଭଞ୍ଜନଗର,୨୧ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତରବନଖଣ୍ଡ, ଟାଟା ପାଓ୍ବାର, ସ୍ନେହା ଅନୁଷ୍ଠାନ ଓ ବିଡିପୁରସ୍ଥିତ ଟିଏସ୍‌ଡି କଲେଜ ଏନ୍‌ସିସି ପକ୍ଷରୁ ମିଳିତ ଭାବେ ଶନିବାର ବିଶ୍ୱ ବନ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଡିପୁର ଶ୍ରୀ ଅରବିନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?