Tag Archives: Students

ଶିକ୍ଷାର୍ଥୀଙ୍କ ନିରାପତ୍ତା ପାଇଁ ଜାରି ହେଲା ଗାଇଡ୍‌ଲାଇନ୍‌, ଏଥିରେ ରହିଛି…

ନୂଆଦିଲ୍ଲୀ,୨୬ା୭: କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଶିକ୍ଷାର୍ଥୀଙ୍କ ନିରାପତ୍ତା ପାଇଁ ଜାରି ହୋଇଛି ଗାଇଡ୍‌ଲାଇନ୍‌। ଏନେଇ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ନିର୍ଦ୍ଦେଶ ଦିଆଯାଇଛି। ବିଦ୍ୟାଳୟଗୁଡ଼ିକର ନିରାପତ୍ତା ଯାଞ୍ଚ ବାଧ୍ୟତାମୂଳକ ବୋଲି ଗାଇଡ୍‌ଲାଇନ୍‌ରେ ଉଲ୍ଲେଖ ରହିଛି। ଶିକ୍ଷାର୍ଥୀଙ୍କ ମନସ୍ତାତ୍ତ୍ବିକ...

ବର୍ଷା ହେଲେ ବିଦ୍ୟାଳୟ ଯିବା ରାସ୍ତା କର୍ଦ୍ଦମାକ୍ତ, ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ଥୁଆମୂଳ ରାମପୁର,୨୪ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ନୂଆପଡ଼ା ପାଖ ବ୍ରିଜଠାରୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପାଖାପାଖି ୨ଶହରୁ ୩ଶହ ମିଟର ପର୍ଯ୍ୟନ୍ତ ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ରାସ୍ତା ସାରା ଖାଲଖମା ହୋଇରହିଥିବା...

ନୂଆ ନିୟମକୁ ନେଇ ସଚେତନ: କଲେଜ ଛାତ୍ରୀଙ୍କ ସୁରକ୍ଷା ଚିନ୍ତା

ଭଞ୍ଜନଗର,୨୩ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଯୁକ୍ତ ୩ ପ୍ରଥମ ବର୍ଷ ବିଜ୍ଞାନ, ବାଣିଜ୍ୟ ଓ କଳା ବିଭାଗ ଛାତ୍ରୀଛାତ୍ରଙ୍କୁ କଲେଜ ନୀତି ନିୟମ ସମ୍ପର୍କରେ ବୁଧବାର ସଚେତନ କରାଯାଇଥିଲା। ଅଧ୍ୟକ୍ଷ ରାଜେନ୍ଦ୍ର...

ଟିକା ନେଇ ଅସୁସ୍ଥ ହୋଇପଡ଼ିଲେ ୬ ଛାତ୍ରୀଛାତ୍ର, ହସ୍ପିଟାଲରେ ଭର୍ତ୍ତି

ଦାରିଙ୍ଗବାଡ଼ି,୧୮ା୭(ଅରୁଣ ସାହୁ): ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ଓ ବିଭିନ୍ନ ରୋଗରୁ ସୁରକ୍ଷା ମିଳିବା ନେଇ ସରକାର ବିଭିନ୍ନ ବିଦ୍ୟାଳୟରେ ଟିକାକରଣ ବ୍ୟବସ୍ଥା କରିଛନ୍ତି। କିନ୍ତୁ ସେହି ଟିକାକରଣ ପରେ ଛାତ୍ରୀଛାତ୍ର ଅସୁସ୍ଥ ହୋଇଥିବା ନେଇ ଅଭିଭାବକ ମହଲରେ ଚିନ୍ତା...

ଶିକ୍ଷକଙ୍କ ବଦଳି ବାତିଲ ଦାବି ନେଇ ତାତିଲେ ଛାତ୍ରୀଛାତ୍ର-ଅଭିଭାବକ

ଛତ୍ରପୁର,୧୨ା୭(ଦିଲ୍ଲୀପ ସାମଲ): ସ୍କୁଲ ଶିକ୍ଷକଙ୍କ ବଦଳି ବାତିଲ କରିବା ନେଇ ଛତ୍ରପୁର ବ୍ଳକ ଟାକିରିଆ ବ୍ରହ୍ମପୁର ଅଭିଭାବକ ଓ ଛାତ୍ରୀ ଛାତ୍ର ଆନ୍ଦୋଳନ କରିଛନ୍ତି। ଶନିବାର ସକାଳୁ ସ୍କୁଲ ଗେଟ୍‌ ଆଗରେ ଆନ୍ଦୋଳନ କରିବା ସହ ଗେଟ୍‌ରେ ତାଲା ପକାଇ...

ଖରାଛୁଟି ପରେ ଆଦିବାସୀ ପିଲାମାନେ ଯାଉନାହାନ୍ତି ସ୍କୁଲ

ମହାକାଳପଡ଼ା,୩ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଗ୍ରାମାଞ୍ଚଳର ଗରିବ, ଖଟିଖିଆ, କୃଷକ, ମୂଲିଆ, ଆଦିବାସୀ ଓ ଦଳିତ ଶ୍ରେଣୀର ପିଲାମାନେ ପାଠ ପଢିବା ପାଇଁ ବିପୁଳ ଅର୍ଥ ବ୍ୟୟ କରୁଛନ୍ତି। ସେଥିପାଇଁ ଆଦିବାସୀ ଆବାସିକ ଆଶ୍ରମ...

ହଷ୍ଟେଲ ଫି’ ବୃଦ୍ଧି ପ୍ରତିବାଦରେ ଆନ୍ଦୋଳନକୁ ଓହ୍ଲାଇଲେ ଛାତ୍ରୀଛାତ୍ର

ବଲାଙ୍ଗୀର,୨ା୭(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ର ହଷ୍ଟେଲ ଫି’ ବୃଦ୍ଧି ପ୍ରତିବାଦରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ବିଶ୍ୱବିଦ୍ୟାଳୟ ଭି. ସିଙ୍କ ଅଫିସ ସମ୍ମୁଖରେ ଧାରଣାରେ ବସିଥିଲେ ଶହଶହ ଛାତ୍ରୀଛାତ୍ର। ଏକା ଥରକେ ଏହି ବର୍ଷରେ ୩ରୁ ୪ ହଜାର...

CBSE ପରୀକ୍ଷା ଫଳ ନେଇ ପୁଣି ଧାରଣାରେ ବସିଲେ ଛାତ୍ରୀଛାତ୍ର

ପଦ୍ମପୁର,୫ା୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡର ୬ଟି ବିଦ୍ୟାଳୟର ୮୮୫ ଛାତ୍ରୀଛାତ୍ର CBSE ପରୀକ୍ଷା ଫଳ ପାଇଁ ମାନ୍ୟବର କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମ୍ବଲପୁରସ୍ଥିତ ବାସଭବନକୁ ସାକ୍ଷାତ ପାଇଁ ଯାଇଥିବା ଛାତ୍ରୀଛାତ୍ର ଓ ଅଭିଭାବକମାନଙ୍କୁ ଶିକ୍ଷାମନ୍ତ୍ରୀ ଦୀର୍ଘ...

୮ଟି ଶ୍ରେଣୀକୁ ୫ କୋଠରି, ବାରଣ୍ଡାରେ ପଢୁଛନ୍ତି ଛାତ୍ରୀଛାତ୍ର

କେସିଙ୍ଗା,୧୩ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଶିକ୍ଷାଦାନ କ୍ଷେତ୍ରରେ ବହୁ ଅବହେଳା ହେଉଛି। ଇତିମଧ୍ୟରେ ଗଣଶିକ୍ଷା ଓ ବିଦ୍ୟାଳୟ ମନ୍ତ୍ରୀ କେସିଙ୍ଗା ପରିଦର୍ଶନ ଆସି ଫେଇଯାଇଛନ୍ତି। ରାଜ୍ୟ ସରକାର ଛାତ୍ରୀଛାତ୍ରଙ୍କୁ ଗୁଣାତ୍ମକ ଶିକ୍ଷାଦେବା ଦିଗରେ ସରକାରୀ ସ୍କୁଲମାନଙ୍କରେ ଅନେକ...

ଶ୍ରେଣୀଗୃହରେ ତାଲା,ବାରଣ୍ଡାରେ ପିଲା

ଭୁବନେଶ୍ବର,୧୧ା୪(ସୁଚିସ୍ମିତା ସାହୁ): କୌଣସି ଉପାନ୍ତ କି ଗ୍ରାମାଞ୍ଚଳ ନୁହେଁ, ଖୋଦ୍‌ ରାଜଧାନୀରେ ବିଦ୍ୟାଳୟର ଦୟନୀୟ ଅବସ୍ଥା ଦେଖିବାକୁ ମିଳିଛି। ଶିକ୍ଷକ ଅଭାବରୁ ବିଦ୍ୟାଳୟରେ ତାଲା ଝୁଲୁଥିବାବେଳେ ପିଲାଙ୍କ ପାଠପଢ଼ା ଗୁରୁତର ବାଧାପ୍ରାପ୍ତ ହୋଇଛି। ମଞ୍ଚେଶ୍ୱରସ୍ଥିତ ରେଲୱେ କଲୋନୀ ସରକାରୀ ପ୍ରାଥମିକ...

ଜାପାନ ଯିବେ ୩ ମେଧାବୀ ଛାତ୍ରୀଛାତ୍ର

ଢେଙ୍କିକୋଟ,୧୧ା୪(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟ୍‌ରେ ଥିବା ଶିକ୍ଷାନୁଷ୍ଠାନ ଶ୍ରୀଗୁରୁକୁଳ ଇଂଲିଶ ମିଡିୟମ ସ୍କୁଲର ୩ ମେଧାବୀ ଛାତ୍ରୀଛାତ୍ର ଜାପାନ ଯିବେ। ସେମାନେ ହେଉଛନ୍ତି ୧୦ମ ଶ୍ରେଣୀର ଛାତ୍ରୀ ଅନୁଷ୍କା ମହାପାତ୍ର, ସାଇଶ୍ରୀ ଶୁଭଶ୍ମିତା ସାହୁ ଓ ସମ୍ବିତ ମୁଣ୍ଡା।...

ଛାତ୍ରୀଛାତ୍ରଙ୍କୁ ପୌଷ୍ଟିକ ମାଣ୍ଡିଆ ଲଡୁ ବଣ୍ଟନ

ଦିଗପହଣ୍ଡି,୧ା୪(ଅଶେଷ ନାଥ ମିଶ୍ର): ରାଜ୍ୟ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶାନାମା ଅନୁଯାୟୀ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାରେ ମଙ୍ଗଳବାରଠାରୁ ଦିଗପହଣ୍ଡି ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଛାତ୍ରୀଛାତ୍ରମାନଙ୍କୁ ପୌଷ୍ଟିକ ମାଣ୍ଡିଆ ଲଡୁ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ବ୍ଲକ ଅଧୀନ ଏମ.ବାସୁଦେବପୁର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri