Tag Archives: Students

ବର୍ଷା ହେଲେ ବିଦ୍ୟାଳୟ ଯିବା ରାସ୍ତା କର୍ଦ୍ଦମାକ୍ତ, ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ଥୁଆମୂଳ ରାମପୁର,୨୪ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ନୂଆପଡ଼ା ପାଖ ବ୍ରିଜଠାରୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପାଖାପାଖି ୨ଶହରୁ ୩ଶହ ମିଟର ପର୍ଯ୍ୟନ୍ତ ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ରାସ୍ତା ସାରା ଖାଲଖମା ହୋଇରହିଥିବା ବେଳେ…

ନୂଆ ନିୟମକୁ ନେଇ ସଚେତନ: କଲେଜ ଛାତ୍ରୀଙ୍କ ସୁରକ୍ଷା ଚିନ୍ତା

ଭଞ୍ଜନଗର,୨୩ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଯୁକ୍ତ ୩ ପ୍ରଥମ ବର୍ଷ ବିଜ୍ଞାନ, ବାଣିଜ୍ୟ ଓ କଳା ବିଭାଗ ଛାତ୍ରୀଛାତ୍ରଙ୍କୁ କଲେଜ ନୀତି ନିୟମ ସମ୍ପର୍କରେ ବୁଧବାର ସଚେତନ କରାଯାଇଥିଲା। ଅଧ୍ୟକ୍ଷ ରାଜେନ୍ଦ୍ର କୁମାର…

ଟିକା ନେଇ ଅସୁସ୍ଥ ହୋଇପଡ଼ିଲେ ୬ ଛାତ୍ରୀଛାତ୍ର, ହସ୍ପିଟାଲରେ ଭର୍ତ୍ତି

ଦାରିଙ୍ଗବାଡ଼ି,୧୮ା୭(ଅରୁଣ ସାହୁ): ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ଓ ବିଭିନ୍ନ ରୋଗରୁ ସୁରକ୍ଷା ମିଳିବା ନେଇ ସରକାର ବିଭିନ୍ନ ବିଦ୍ୟାଳୟରେ ଟିକାକରଣ ବ୍ୟବସ୍ଥା କରିଛନ୍ତି। କିନ୍ତୁ ସେହି ଟିକାକରଣ ପରେ ଛାତ୍ରୀଛାତ୍ର ଅସୁସ୍ଥ ହୋଇଥିବା ନେଇ ଅଭିଭାବକ ମହଲରେ ଚିନ୍ତା ବଢ଼ିଛି।…

ଶିକ୍ଷକଙ୍କ ବଦଳି ବାତିଲ ଦାବି ନେଇ ତାତିଲେ ଛାତ୍ରୀଛାତ୍ର-ଅଭିଭାବକ

ଛତ୍ରପୁର,୧୨ା୭(ଦିଲ୍ଲୀପ ସାମଲ): ସ୍କୁଲ ଶିକ୍ଷକଙ୍କ ବଦଳି ବାତିଲ କରିବା ନେଇ ଛତ୍ରପୁର ବ୍ଳକ ଟାକିରିଆ ବ୍ରହ୍ମପୁର ଅଭିଭାବକ ଓ ଛାତ୍ରୀ ଛାତ୍ର ଆନ୍ଦୋଳନ କରିଛନ୍ତି। ଶନିବାର ସକାଳୁ ସ୍କୁଲ ଗେଟ୍‌ ଆଗରେ ଆନ୍ଦୋଳନ କରିବା ସହ ଗେଟ୍‌ରେ ତାଲା ପକାଇ ରଖିଛନ୍ତ।…

ଖରାଛୁଟି ପରେ ଆଦିବାସୀ ପିଲାମାନେ ଯାଉନାହାନ୍ତି ସ୍କୁଲ

ମହାକାଳପଡ଼ା,୩ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଗ୍ରାମାଞ୍ଚଳର ଗରିବ, ଖଟିଖିଆ, କୃଷକ, ମୂଲିଆ, ଆଦିବାସୀ ଓ ଦଳିତ ଶ୍ରେଣୀର ପିଲାମାନେ ପାଠ ପଢିବା ପାଇଁ ବିପୁଳ ଅର୍ଥ ବ୍ୟୟ କରୁଛନ୍ତି। ସେଥିପାଇଁ ଆଦିବାସୀ ଆବାସିକ ଆଶ୍ରମ ବିଦ୍ୟାଳୟ…

ହଷ୍ଟେଲ ଫି’ ବୃଦ୍ଧି ପ୍ରତିବାଦରେ ଆନ୍ଦୋଳନକୁ ଓହ୍ଲାଇଲେ ଛାତ୍ରୀଛାତ୍ର

ବଲାଙ୍ଗୀର,୨ା୭(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ର ହଷ୍ଟେଲ ଫି’ ବୃଦ୍ଧି ପ୍ରତିବାଦରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ବିଶ୍ୱବିଦ୍ୟାଳୟ ଭି. ସିଙ୍କ ଅଫିସ ସମ୍ମୁଖରେ ଧାରଣାରେ ବସିଥିଲେ ଶହଶହ ଛାତ୍ରୀଛାତ୍ର। ଏକା ଥରକେ ଏହି ବର୍ଷରେ ୩ରୁ ୪ ହଜାର ଟଙ୍କା…

CBSE ପରୀକ୍ଷା ଫଳ ନେଇ ପୁଣି ଧାରଣାରେ ବସିଲେ ଛାତ୍ରୀଛାତ୍ର

ପଦ୍ମପୁର,୫ା୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡର ୬ଟି ବିଦ୍ୟାଳୟର ୮୮୫ ଛାତ୍ରୀଛାତ୍ର CBSE ପରୀକ୍ଷା ଫଳ ପାଇଁ ମାନ୍ୟବର କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମ୍ବଲପୁରସ୍ଥିତ ବାସଭବନକୁ ସାକ୍ଷାତ ପାଇଁ ଯାଇଥିବା ଛାତ୍ରୀଛାତ୍ର ଓ ଅଭିଭାବକମାନଙ୍କୁ ଶିକ୍ଷାମନ୍ତ୍ରୀ ଦୀର୍ଘ ୧୦…

୮ଟି ଶ୍ରେଣୀକୁ ୫ କୋଠରି, ବାରଣ୍ଡାରେ ପଢୁଛନ୍ତି ଛାତ୍ରୀଛାତ୍ର

କେସିଙ୍ଗା,୧୩ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଶିକ୍ଷାଦାନ କ୍ଷେତ୍ରରେ ବହୁ ଅବହେଳା ହେଉଛି। ଇତିମଧ୍ୟରେ ଗଣଶିକ୍ଷା ଓ ବିଦ୍ୟାଳୟ ମନ୍ତ୍ରୀ କେସିଙ୍ଗା ପରିଦର୍ଶନ ଆସି ଫେଇଯାଇଛନ୍ତି। ରାଜ୍ୟ ସରକାର ଛାତ୍ରୀଛାତ୍ରଙ୍କୁ ଗୁଣାତ୍ମକ ଶିକ୍ଷାଦେବା ଦିଗରେ ସରକାରୀ ସ୍କୁଲମାନଙ୍କରେ ଅନେକ ସୁବିଧା…

ଶ୍ରେଣୀଗୃହରେ ତାଲା,ବାରଣ୍ଡାରେ ପିଲା

ଭୁବନେଶ୍ବର,୧୧ା୪(ସୁଚିସ୍ମିତା ସାହୁ): କୌଣସି ଉପାନ୍ତ କି ଗ୍ରାମାଞ୍ଚଳ ନୁହେଁ, ଖୋଦ୍‌ ରାଜଧାନୀରେ ବିଦ୍ୟାଳୟର ଦୟନୀୟ ଅବସ୍ଥା ଦେଖିବାକୁ ମିଳିଛି। ଶିକ୍ଷକ ଅଭାବରୁ ବିଦ୍ୟାଳୟରେ ତାଲା ଝୁଲୁଥିବାବେଳେ ପିଲାଙ୍କ ପାଠପଢ଼ା ଗୁରୁତର ବାଧାପ୍ରାପ୍ତ ହୋଇଛି। ମଞ୍ଚେଶ୍ୱରସ୍ଥିତ ରେଲୱେ କଲୋନୀ ସରକାରୀ ପ୍ରାଥମିକ ଓ…

ଜାପାନ ଯିବେ ୩ ମେଧାବୀ ଛାତ୍ରୀଛାତ୍ର

ଢେଙ୍କିକୋଟ,୧୧ା୪(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟ୍‌ରେ ଥିବା ଶିକ୍ଷାନୁଷ୍ଠାନ ଶ୍ରୀଗୁରୁକୁଳ ଇଂଲିଶ ମିଡିୟମ ସ୍କୁଲର ୩ ମେଧାବୀ ଛାତ୍ରୀଛାତ୍ର ଜାପାନ ଯିବେ। ସେମାନେ ହେଉଛନ୍ତି ୧୦ମ ଶ୍ରେଣୀର ଛାତ୍ରୀ ଅନୁଷ୍କା ମହାପାତ୍ର, ସାଇଶ୍ରୀ ଶୁଭଶ୍ମିତା ସାହୁ ଓ ସମ୍ବିତ ମୁଣ୍ଡା। ଛାତ୍ରୀଛାତ୍ରମାନେ…

ଛାତ୍ରୀଛାତ୍ରଙ୍କୁ ପୌଷ୍ଟିକ ମାଣ୍ଡିଆ ଲଡୁ ବଣ୍ଟନ

ଦିଗପହଣ୍ଡି,୧ା୪(ଅଶେଷ ନାଥ ମିଶ୍ର): ରାଜ୍ୟ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶାନାମା ଅନୁଯାୟୀ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାରେ ମଙ୍ଗଳବାରଠାରୁ ଦିଗପହଣ୍ଡି ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଛାତ୍ରୀଛାତ୍ରମାନଙ୍କୁ ପୌଷ୍ଟିକ ମାଣ୍ଡିଆ ଲଡୁ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ବ୍ଲକ ଅଧୀନ ଏମ.ବାସୁଦେବପୁର ସରକାରୀ…

ହଷ୍ଟେଲରୁ ୧୫ ଛାତ୍ର ଫେରାର ହୋଇଯିବା ଘଟଣା: ପ୍ରଧାନଶିକ୍ଷୟିତ୍ରୀଙ୍କୁ ନିଲମ୍ବନ କଲେ ବିଇଓ

ବଣାଇଁ,୩୦ା୧(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡ ମହୁଲପଦା ଥାନା ଅନ୍ତର୍ଗତ ସିହିଡିଆ ଗ୍ରାମର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଥିବା ଛାତ୍ରାବାସରୁ ଗତ ୨୮ ତାରିଖ ରାତିରେ ୧୫ ଜଣ ଛାତ୍ର ଏକାସାଙ୍ଗରେ ଫେରାର ହୋଇଯାଇଥିବା ଘଟଣାରେ ଗୁରୁବାର ବଣାଇଁ ବିଇଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri