ଦ୍ୱାଦଶ ପର୍ଯ୍ୟନ୍ତ ପଢିବାକୁ ଲାଗୁଛି ୨୨ ଲକ୍ଷ! କେମିତି ମଧ୍ୟବିତ୍ତଙ୍କ ଅଣ୍ଟା ଭାଙ୍ଗିଲାଣି ଘରୋଇ ସ୍କୁଲ, ଭାଇରାଲ ହେଉଛି CAଙ୍କ ପୋଷ୍ଟ ନୂଆଦିଲ୍ଲୀ,୭।୧୨: ଭାରତରେ ମଧ୍ୟବିତ୍ତ ପରିବାର ପାଇଁ ଶିକ୍ଷା ସର୍ବଦା ପ୍ରାଥମିକତା ରହିଆସିଛି। କିନ୍ତୁ ୨୦୨୫ ପାଇଁ ଆଶ୍ଚର୍ଯ୍ୟଜନକ ସଂଖ୍ୟା ସାମ୍ନାକୁ ଆସିଛି। ଜଣେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଏବଂ ଶିକ୍ଷୟିତ୍ରୀ ମୀନାଲ ଗୋୟଲଙ୍କ ଏକ ଲିଙ୍କଡିନ ପୋଷ୍ଟ ସାରା ଦେଶରେ ଶିକ୍ଷାର ବୃଦ୍ଧି…