ତାଲିମପ୍ରାପ୍ତ ୬ ଆଇଏଏସ୍ ଅଫିସର ଉପଜିଲାପାଳ ନିଯୁକ୍ତ ଭୁବନେଶ୍ୱର,୩।୯: ଦ୍ୱିତୀୟ ପର୍ଯ୍ୟାୟ ତାଲିମ ପରେ ରାଜ୍ୟ ସରକାର ୨୦୨୨ ବ୍ୟାଚର ୬ ଜଣ ଓଡ଼ିଶା କ୍ୟାଡର ଆଇଏଏସ୍ ଅଫିସରଙ୍କୁ ରାଜ୍ୟର ବିଭିନ୍ନ ସ୍ଥାନରେ ଉପଜିଲାପାଳ ଭାବେ ନିଯୁକ୍ତି ଦେଇଛନ୍ତି। ଏ ନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ...