ବରଗଡ଼,୧୮।୧: ପଦ୍ମପୁର ଉପଜିଲାପାଳ ସ୍ନେହା ଅରୁଗୁଲାଙ୍କ ଗାଡ଼ିକୁ ବାଲି ବୋଝେଇ ଟ୍ରକ୍ ଧକ୍କା ଦେବା ଘଟଣାରେ ପୋଲିସ ଦୁଇ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ…