Sub-health center construction work

ବିନା ସୂଚନାଫଳକରେ ଚାଲିଛି ଉପ-ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣ କାର୍ଯ୍ୟ, ନିମ୍ନମାନର ଅଭିଯୋଗ

କେସିଙ୍ଗା,୨୭ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଶିରୋଲସ୍ଥିତ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ପଛପଟରେ ସ୍ବାସ୍ଥ୍ୟ ବିଭାଗର ଏନ୍‌ଆର୍‌ଏଚ୍‌ଏମ୍‌ ଦ୍ୱାରା ୫୫ଲକ୍ଷ ବ୍ୟୟ ଅଟକଳରେ ଉପସ୍ବାସ୍ଥ୍ୟକେନ୍ଦ୍ର…

8 months ago