ସରକାରୀ ନାଲିବତୀ ଗାଡ଼ି ଡ୍ରାଇଭରଙ୍କ ଦରଙ୍ଗଗିରି, ଅଭିଯୋଗ ହେବାରୁ ଉପଜିଲାପାଳ କହିଲେ… ବାଙ୍କୀ,୨୯ା୧୦: ବାଙ୍କୀ ଉପଜଲାପାଳଙ୍କ ସରକାରୀ ନାଲିବତୀ ଗାଡ଼ି ଡ୍ରାଇଭରଙ୍କ ଦବଙ୍ଗଗିରି ଦେଖିବାକୁ ମିଳିଛି। ଉପଜିଲାପାଳଙ୍କ ଗାଡ଼ି ନେଇ ରାତିରେ ବାଲି ଟ୍ରକ୍ରୁ ଚାନ୍ଦା ଆଦାୟ ଅଭିଯୋଗ ହୋଇଛି। ଖାଲି ଏତିକି ନୁହେଁ, ଡ୍ରାଇଭର ଜଣକ ହାତରେ ପାଇପ ଧରି ଧମକାଇବା...