ହେମସାଗର ଭୋଇ ହେଲେ ପଦ୍ମପୁର ନୂତନ ଉପଜିଲାପାଳ ପଦ୍ମପୁର,୩୦।୩( ପ୍ରଦୀପ୍ତ ଦାଶ ): ପଦ୍ମପୁର ଉପଖଣ୍ଡରେ ନୂତନ ଉପଜିଲାପାଳ ଭାବେ ହେମସାଗର ଭୋଇଙ୍କୁ ନିଯୁକ୍ତି ଦିଆଯାଇଛି। ଏନେଇ ଓଡିଶା ସରକାରଙ୍କ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗରେ ବିଜ୍ଞପ୍ତି ପ୍ରକାଶ ପାଇଛି । ପୂର୍ବ କାର୍ଯ୍ୟରତ ଉପଜିଲାପାଳ ସ୍ନେହା ଅରଗୁଲାଙ୍କୁ…