ବାଙ୍କୀ,୨୯ା୧୦: ବାଙ୍କୀ ଉପଜଲାପାଳଙ୍କ ସରକାରୀ ନାଲିବତୀ ଗାଡ଼ି ଡ୍ରାଇଭରଙ୍କ ଦବଙ୍ଗଗିରି ଦେଖିବାକୁ ମିଳିଛି। ଉପଜିଲାପାଳଙ୍କ ଗାଡ଼ି ନେଇ ରାତିରେ ବାଲି ଟ୍ରକ୍ରୁ ଚାନ୍ଦା ଆଦାୟ ଅଭିଯୋଗ ହୋଇଛି।…