କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍ କେମିତି କରିବେ ଚେକ୍… ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ହସ୍ତାନ୍ତର କରିବାକୁ ଯାଉଛନ୍ତି। ଏହି ପର୍ଯ୍ୟାୟରେ ମୋଟ…