ଆସିଲା ‘ସୁଭଦ୍ରା’ଗାଇଡଲାଇନ୍: ଏତିକି ରହିଛି ବୟସସୀମା, କେଉଁମାନେ ପାଇବେନି, ସମସ୍ତ ସୂଚନା ସମ୍ପର୍କରେ ଜାଣନ୍ତୁ… ଭୁବନେଶ୍ୱର,୨୬।୮: ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ସୁଭଦ୍ରା ଯୋଜନା ପାଇଁ ଗାଇଡଲାଇନ ଜାରି କରାଯାଇଛି। ଗାଇଡଲାଇନ ଅନୁଯାୟୀ, ଆବେଦନକାରୀ ଓଡିଶାର ବାସିନ୍ଦା ହୋଇଥିବେ। ବୟସ ୨୧ରୁ ଅଧିକ ୬୦ ବର୍ଷରୁ କମ୍ ହୋଇଥିଲେ ସୁଭଦ୍ରା ଯୋଜନା ଆବେଦନ...