ଜାଣନ୍ତୁ କେତେ ବର୍ଷ ପର୍ଯ୍ୟନ୍ତ ମିଳିବ ସୁଭଦ୍ରା ସହାୟତା ରାଶି, ଏମିତି କହିଲେ… ଭୁବନେଶ୍ୱର,୨୩।୮: ସୁଭଦ୍ରା ଯୋଜନାରେ ମହିଳା ମାନଙ୍କୁ ୫୦ ହଜାର ଟଙ୍କା ଦେବାକୁ ପ୍ରତିଶ୍ରୁତି ରଖିଥିଲା ଭାଜପା। ଏହାକୁ ମୁଦ୍ଦା କରି ନିର୍ବାଚନ ବୈତରଣୀ ମଧ୍ୟ ପାର ହୋଇଥିଲା। ତେବେ ଶୁକ୍ରବାର ସରକାର ଏହି ଯୋଜନାର ଏସ୍ଓପି ଆଣିଛନ୍ତି। ଏହି ଯୋଜନା...