ସୁଭଦ୍ରା ଟଙ୍କାରୁ ବାଦ୍ ପଡ଼ିଥିବା ମହିଳାଙ୍କ ପାଇଁ ବଡ଼ ଖବର, ଉପମୁଖ୍ୟମନ୍ତ୍ରୀ କହିଲେ…
ଭୁବନେଶ୍ୱର,୩୧।୭: ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ବାଦ୍ ପଡ଼ିଥିବା ୨ ଲକ୍ଷ ମହିଳାଙ୍କ ପୁନଃ ଆବେଦନ ଅନାବଶ୍ୟକ। ଆଉ ପୁନର୍ବାର ସେମାନଙ୍କୁ ଆବେଦନ କରିବାକୁ ପଡ଼ିବ ନାହିଁ। ତଥ୍ୟ ଯାଞ୍ଚ ଚାଲିଛି, ଯୋଗ୍ୟ…
ସୁଭଦ୍ରାକୁ ନେଇ ଆସିଲା ବଡ଼ ଖବର, ଏହିଦିନ ମିଳିବ ଟଙ୍କା…
ଭୁବନେଶ୍ୱର,୨୨ା୭: ସୁଭଦ୍ରାକୁ ନେଇ ବଡ଼ ଖବର। ରାଜ୍ୟରେ ଆରମ୍ଭ ହୋଇଛି ସୁଭଦ୍ରା ସମୀକ୍ଷା କାର୍ଯ୍ୟକ୍ରମ। ରାଜ୍ୟରେ ଅଙ୍ଗନୱାଡ଼ି ଦିଦି, ଏସଏଚଜି ମହିଳା ଓ ଉଚ୍ଚ ଶିକ୍ଷା ବିଭାଗର ଛାତ୍ରୀଛାତ୍ର ସୁଭଦ୍ରା ଯୋଜନାର ସମୀକ୍ଷା କରିବେ ବୋଲି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ…
ସୁଭଦ୍ରା ୩ୟ କିସ୍ତିକୁ ନେଇ ଆସିଲା ବଡ଼ ଖବର: ଏହି ଦିନ ଖାତାକୁ ଆସିବ ଟଙ୍କା
ଭୁବନେଶ୍ୱର,୨୬। ୬(ସୁନିତ୍ ମିଶ୍ର): ସୁଭଦ୍ରା ଯୋଜନାର ୩ୟ କିସ୍ତି ଆସନ୍ତା ରାଖୀ ପୂର୍ଣ୍ଣିମା ଅଗଷ୍ଟ ୯ରେ ହିତାଧିକାରୀମାନଙ୍କୁ ମିଳିବ। ଉନ୍ନୟନ କମିଶନର ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ସୁଭଦ୍ରା ସୋସାଇଟିର ୪ର୍ଥ ପରିଚାଳନା ପରିଷଦ…
ସୁଭଦ୍ରାକୁ ନେଇ ଆସିଲା ବଡ଼ ଅପଡେଟ୍, ପରବର୍ତ୍ତୀ କିସ୍ତିରେ ଏମାନଙ୍କୁ ମିଳିବନି ଟଙ୍କା!
ଭୁବନେଶ୍ୱର,୮।୪: ସୁଭଦ୍ରା ଯୋଜନାକୁ ନେଇ ଆସିଛି ବଡ଼ ଅପଡେଟ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଦେଇଛନ୍ତି ବଡ଼ ସୂଚନା । ପରବର୍ତ୍ତୀ କିସ୍ତି ଟଙ୍କା ପାଇଁ ହିତାଧିକାରୀମାନେ ଅପେକ୍ଷା କରିଥିବା ବେଳେ ଆସିିଛି ଜରୁରୀ ସୂଚନା । ଏଭଳି ଏକ ଘୋଷଣା ପରେ…
‘ସୁଭଦ୍ରା’କୁ ନେଇ ପୁଣି ଏକ ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, କହିଲେ ଏହିଦିନ ଆକାଉଣ୍ଟକୁ ଆସିବ ଟଙ୍କା…
ଭୁବନେଶ୍ୱର,୭ା୪: ‘ସୁଭଦ୍ରା’ ଯୋଜନାକୁ ନେଇ ସୋମବାର ଏକ ବଡ଼ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ସର୍ଭେ ପରେ ଯୋଗ୍ୟ ହିତାଧିକାରୀଙ୍କୁ ଟଙ୍କା ମିଳିବ। ଆସନ୍ତା ୨୨ ଓ ୨୩ ତାରିଖରେ ମହିଳାମାନଙ୍କୁ ତୃତୀୟ କିସ୍ତି ସୁଭଦ୍ରା ଟଙ୍କା…
Subhadra Yojana: ଖାତାକୁ ଆସିଲା ସୁଭଦ୍ରା ଟଙ୍କା, ଏମିତି କରନ୍ତୁ ଚେକ୍…
ଛତ୍ରପୁର,୮ା୩: ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଆଜି ଅର୍ଥାତ୍ ଶନିବାର ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଛି ସୁଭଦ୍ରା ଟଙ୍କା। ଏହା ଦ୍ୱିତୀୟ କିସ୍ତିର ପ୍ରଥମ ପର୍ଯ୍ୟାୟ ଅଟେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଞ୍ଜାମ ଜିଲାର ବ୍ରହ୍ମପୁର ବିବେକ ବିହାରଠାରେ ଶୁଭାରମ୍ଭ କରି…
ଆକାଉଣ୍ଟକୁ ଆସିଲା ସୁଭଦ୍ରା ଟଙ୍କା
ଭୁବନେଶ୍ୱର,୬ା୩: ଗୁରୁବାର ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଛି। ଏନେଇ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଘୋଷଣା କରିଛନ୍ତି। ଆଜି ୨ ଲକ୍ଷ ୩୦ ହଜାରରୁ ଊଦ୍ଧର୍ବ ମହିଳାଙ୍କୁ ଉକ୍ତ ଟଙ୍କା ଆସିଛି।…
ସୁଭଦ୍ରା ଯୋଜନାର ଦ୍ୱିତୀୟ କିସ୍ତି: ୮ ମାର୍ଚ୍ଚରେ କେଉଁମାନେ ପାଇବେ ଟଙ୍କା, ଜାଣନ୍ତୁ
ଭୁବନେଶ୍ୱର,୨୫।୨: ୨୦୨୫ ମାର୍ଚ୍ଚ ୮ ତାରିଖରେ, ଅନ୍ତର୍ଜାତୀୟ ମହିଳା ଦିବସ ସହିତ ସୁଭଦ୍ରା ଯୋଜନା ଅଧୀନରେ ଓଡ଼ିଶାର ପ୍ରାୟ ୧ କୋଟି ଯୋଗ୍ୟ ମହିଳା ୫,୦୦୦ ଟଙ୍କାର ଦ୍ୱିତୀୟ କିସ୍ତି ପାଇବେ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ନିକଟରେ ଏକ ବିବୃତ୍ତିରେ କହିଛନ୍ତି…
ପ୍ରଭାତୀ ପରିଡ଼ାଙ୍କ ବଡ଼ ସୂଚନା: କେହି ପଡ଼ିବେନି ବାଦ୍, ଏମାନେ ହେବେ ସୁଭଦ୍ରା ଭାଗ୍ୟବତୀ, ମିଳିବ…
ଭୁବନେଶ୍ୱର,୧୨।୨: ଫେବୃଆରୀ ୮ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ପଠାଇଛନ୍ତି। ହେଲେ ଏବେ ସୁଦ୍ଧା ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ସୁଭଦ୍ରା ଯୋଜନାର ଲାଭ ପାଇନାହାନ୍ତି । ଏହି ସମୟରେ…
ଆଜି ମିଳିବ ୪ର୍ଥ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା
ଭୁବନେଶ୍ୱର, ୮ା୨ (ବନ୍ଦନା ସେଠୀ):‘ସୁଭଦ୍ରା’ ଯୋଜନା ପ୍ରଥମ କିସ୍ତିର ୪ର୍ଥ ପର୍ଯ୍ୟାୟ ଟଙ୍କା ଶନିବାର ମିଳିବ। ୧୮ଲକ୍ଷରୁ ଊଦ୍ଧର୍ବ ମହିଳାଙ୍କ ବ୍ୟାଙ୍କ ଖାତାକୁ ଟଙ୍କା ଯିବ। ଯାଜପୁର ଜିଲା ବ୍ୟାସନଗରର ଚାନ୍ଦମା ପଡ଼ିଆରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ…
ସୁଭଦ୍ରା ପାଇଁ ଯାଇନାହାନ୍ତି ବ୍ୟାଙ୍କ୍, ତେବେ ମୋବାଇଲରେ ଏମିତି କରନ୍ତୁ ଚେକ୍, ଜାଣିପାରିବେ ଟଙ୍କା ଆସିବ ନା ନାହିଁ
ଭୁବନେଶ୍ୱର,୩୧।୧: ସୁଭଦ୍ରା ଯୋଜନାରେ ଆବେଦନ କରିଛନ୍ତି କି? ଯଦି ହଁ ତେବେ ଜାଣି ନିଅନ୍ତୁ ବଡ଼ ସୂଚନା। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୁଭଦ୍ରା ଯୋଜନାକୁ ନେଇ ବଡ଼ ଘୋଷଣା କରିଛନ୍ତି । ଯେଉଁମାନଙ୍କ ନ୍ୟାସନାଲ ପେମେଣ୍ଟସ କର୍ପୋରେଶନ ଅଫ ଇଣ୍ଡିଆ ବା…
‘ସୁଭଦ୍ରା’ କୁ ନେଇ ବଡ଼ ଘୋଷଣା, ଏଣିକି ମିଳିବ ଋଣ!
ଭୁବନେଶ୍ୱର,୨୯।୧: ସୁଭଦ୍ରାକୁ ନେଇ ବଡ଼ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ଉତ୍କର୍ଷ ଓଡ଼ିଶାରେ ସୁଭଦ୍ରାରୁ ମୁଦ୍ରା କାର୍ଯ୍ୟକ୍ରମରେ ବଡ଼ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ। ସୁଭଦ୍ରାରେ ଆଉ ୩ଟି ପଦକ୍ଷେପ ଲାଗୁ ହେବା ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା କରିଛନ୍ତି। ସେ…
Archives


