Tag Archives: Subhadra Yojana

ସୁଭଦ୍ରା ୩ୟ କିସ୍ତିରୁ ବାଦ୍‌ ପଡ଼ିଛନ୍ତି ୪ ଲକ୍ଷ, ଗଣେଶ୍ୱରଙ୍କ ପ୍ରଶ୍ନରେ ଏମିତି ଉତ୍ତର ରଖିଲେ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର,୨୦ା୯: ସୁଭଦ୍ରାର ୩ୟ କିସ୍ତିରୁ ବାଦ୍‌ ପଡ଼ିଛନ୍ତି ୩ ଲକ୍ଷ ୯୯ ହଜାର ୩୫୨ ଜଣ। ବିଧାୟକ ଗଣେଶ୍ବର ବେହେରାଙ୍କ ପ୍ରଶ୍ନରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଉତ୍ତର ରଖିଛନ୍ତି। ସେ କହିଛନ୍ତି, ୨ୟ କିସ୍ତିରୁ ୧ ଲକ୍ଷ ୮୩ ହଜାର ୭୮୫…

ବଡ଼ ଘୋଷଣା, ଏଣିକି ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ, ଜାଣନ୍ତୁ କେତେ…

ଭୁବନେଶ୍ୱର,୧୮।୯: ସୁଭଦ୍ରା ହତିଧିକାରୀଙ୍କ ପାଇଁ ବଡ଼ ଘୋଷଣା। ଏଣିକି ୬୦ବର୍ଷ ପରେ ମିଳିବ ପେନସନ। ୬୦ ବର୍ଷ ପରେ ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ୍ । ମଧୁ ବାବୁ ପେନସନ ଯୋଜନା ଏବଂ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ (NSAP)ରେ ସୁଭଦ୍ରା…

ସୁଭଦ୍ରାକୁ ନେଇ ପୁଣି ଏକ ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, କହିଲେ ଏକାଥରକେ ମିଳିବ…

ଭୁବନେଶ୍ୱର,୧୦ା୯: ସୁଭଦ୍ରା ଯୋଜନାକୁ ନେଇ ବୁଧବାର ପୁଣି ଏକ ବଡ଼ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ଯୋଗ୍ୟ ହିତାଧିକାରୀ ନିଶ୍ଚିତ ସୁଭଦ୍ରା ଯୋଜନାର ସହାୟତା ରାଶି ପାଇବେ। କାହିଁକି ଉକ୍ତ ଯୋଜନାରୁ ବଞ୍ଚିତ ହେଲେ ତାହାର ତର୍ଜମା…

ସୁଭଦ୍ରା: ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ତୃତୀୟ କିସ୍ତି, ଆସିଲା ନୂଆ ଲିଷ୍ଟ! ଜାଣନ୍ତୁ କେଉଁ ମହିଳାଙ୍କୁ କାଲି ମିଳିବ ଟଙ୍କା

ଭୁବନେଶ୍ୱର,୮।୮: ଆସନ୍ତାକାଲି ମିଳିବ ସୁଭଦ୍ରା ଟଙ୍କା। ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରା ଟଙ୍କା। ଅଗଷ୍ଟ ୯ ତାରିଖରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରାର ତୃତୀୟ କିସ୍ତି ଟଙ୍କା ପ୍ରଦାନ କରାଯିବ। ତୃତୀୟ କିସ୍ତି ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଜମା ହେବ। ଏହା…

କାହିଁକି ଏହିି ମହିଳାଙ୍କୁ ମିଳିଲା ନାହିଁ ଟଙ୍କା? ସୁଭଦ୍ରାର ୩ୟ କିସ୍ତି ଆସିବ କି ନାହିଁ? ଜାଣନ୍ତୁ…

ଭୁବନେଶ୍ୱର,୨।୮: ଖାତାକୁ ଆସିବ ସୁଭଦ୍ରା ଯୋଜନାର ୩ୟ କିସ୍ତି ଟଙ୍କା । ରାଜ୍ୟର କୋଟିଏରୁ ଅଧିକ ମହିଳାଙ୍କ ଖାତାକୁ ଆସିବ ଟଙ୍କା । ଏ ନେଇ ବଡ଼ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ କରିଡା । ପୂର୍ବରୁ ୨ଟି ପୂର୍ଯ୍ୟାୟରେ ୧୦…

ସୁଭଦ୍ରା ଟଙ୍କାରୁ ବାଦ୍‌ ପଡ଼ିଥିବା ମହିଳାଙ୍କ ପାଇଁ ବଡ଼ ଖବର, ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୩୧।୭: ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ବାଦ୍‌ ପଡ଼ିଥିବା ୨ ଲକ୍ଷ ମହିଳାଙ୍କ ପୁନଃ ଆବେଦନ ଅନାବଶ୍ୟକ। ଆଉ ପୁନର୍ବାର ସେମାନଙ୍କୁ ଆବେଦନ କରିବାକୁ ପଡ଼ିବ ନାହିଁ। ତଥ୍ୟ ଯାଞ୍ଚ ଚାଲିଛି, ଯୋଗ୍ୟ…

ସୁଭଦ୍ରାକୁ ନେଇ ଆସିଲା ବଡ଼ ଖବର, ଏହିଦିନ ମିଳିବ ଟଙ୍କା…

ଭୁବନେଶ୍ୱର,୨୨ା୭: ସୁଭଦ୍ରାକୁ ନେଇ ବଡ଼ ଖବର। ରାଜ୍ୟରେ ଆରମ୍ଭ ହୋଇଛି ସୁଭଦ୍ରା ସମୀକ୍ଷା କାର୍ଯ୍ୟକ୍ରମ। ରାଜ୍ୟରେ ଅଙ୍ଗନୱାଡ଼ି ଦିଦି, ଏସଏଚଜି ମହିଳା ଓ ଉଚ୍ଚ ଶିକ୍ଷା ବିଭାଗର ଛାତ୍ରୀଛାତ୍ର ସୁଭଦ୍ରା ଯୋଜନାର ସମୀକ୍ଷା କରିବେ ବୋଲି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ…

ସୁଭଦ୍ରା ୩ୟ କିସ୍ତିକୁ ନେଇ ଆସିଲା ବଡ଼ ଖବର: ଏହି ଦିନ ଖାତାକୁ ଆସିବ ଟଙ୍କା

ଭୁବନେଶ୍ୱର,୨୬। ୬(ସୁନିତ୍‌ ମିଶ୍ର): ସୁଭଦ୍ରା ଯୋଜନାର ୩ୟ କିସ୍ତି ଆସନ୍ତା ରାଖୀ ପୂର୍ଣ୍ଣିମା ଅଗଷ୍ଟ ୯ରେ ହିତାଧିକାରୀମାନଙ୍କୁ ମିଳିବ। ଉନ୍ନୟନ କମିଶନର ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ସୁଭଦ୍ରା ସୋସାଇଟିର ୪ର୍ଥ ପରିଚାଳନା ପରିଷଦ…

ସୁଭଦ୍ରାକୁ ନେଇ ଆସିଲା ବଡ଼ ଅପଡେଟ୍‌, ପରବର୍ତ୍ତୀ କିସ୍ତିରେ ଏମାନଙ୍କୁ ମିଳିବନି ଟଙ୍କା!

ଭୁବନେଶ୍ୱର,୮।୪: ସୁଭଦ୍ରା ଯୋଜନାକୁ ନେଇ ଆସିଛି ବଡ଼ ଅପଡେଟ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଦେଇଛନ୍ତି ବଡ଼ ସୂଚନା । ପରବର୍ତ୍ତୀ କିସ୍ତି ଟଙ୍କା ପାଇଁ ହିତାଧିକାରୀମାନେ ଅପେକ୍ଷା କରିଥିବା ବେଳେ ଆସିିଛି ଜରୁରୀ ସୂଚନା । ଏଭଳି ଏକ ଘୋଷଣା ପରେ…

‘ସୁଭଦ୍ରା’କୁ ନେଇ ପୁଣି ଏକ ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, କହିଲେ ଏହିଦିନ ଆକାଉଣ୍ଟକୁ ଆସିବ ଟଙ୍କା…

ଭୁବନେଶ୍ୱର,୭ା୪: ‘ସୁଭଦ୍ରା’ ଯୋଜନାକୁ ନେଇ ସୋମବାର ଏକ ବଡ଼ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ସର୍ଭେ ପରେ ଯୋଗ୍ୟ ହିତାଧିକାରୀଙ୍କୁ ଟଙ୍କା ମିଳିବ। ଆସନ୍ତା ୨୨ ଓ ୨୩ ତାରିଖରେ ମହିଳାମାନଙ୍କୁ ତୃତୀୟ କିସ୍ତି ସୁଭଦ୍ରା ଟଙ୍କା…

Subhadra Yojana: ଖାତାକୁ ଆସିଲା ସୁଭଦ୍ରା ଟଙ୍କା, ଏମିତି କରନ୍ତୁ ଚେକ୍‌…

ଛତ୍ରପୁର,୮ା୩: ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଆଜି ଅର୍ଥାତ୍‌ ଶନିବାର ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଛି ସୁଭଦ୍ରା ଟଙ୍କା। ଏହା ଦ୍ୱିତୀୟ କିସ୍ତିର ପ୍ରଥମ ପର୍ଯ୍ୟାୟ ଅଟେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଞ୍ଜାମ ଜିଲାର ବ୍ରହ୍ମପୁର ବିବେକ ବିହାରଠାରେ ଶୁଭାରମ୍ଭ କରି…

ଆକାଉଣ୍ଟକୁ ଆସିଲା ସୁଭଦ୍ରା ଟଙ୍କା

ଭୁବନେଶ୍ୱର,୬ା୩: ଗୁରୁବାର ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଛି। ଏନେଇ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଘୋଷଣା କରିଛନ୍ତି। ଆଜି ୨ ଲକ୍ଷ ୩୦ ହଜାରରୁ ଊଦ୍ଧର୍‌ବ ମହିଳାଙ୍କୁ ଉକ୍ତ ଟଙ୍କା ଆସିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?