ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ: ସୁଭଦ୍ରା ଯୋଜନା, ଶୀତଳଭଣ୍ଡାର, ଆୟୁଷ୍ମାନ ଭାରତ ଆଦି ଯୋଜନା ପାଇଁ ମୁଖ୍ୟମନ୍ତ୍ରୀ ଦେଲେ ଏପରି ନିର୍ଦ୍ଦେଶ
ଭୁବନେଶ୍ୱର,୨୦।୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟାରେ ଖାରବେଳ ଭବନ ଠାରେ ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହୋଇ ଯାଇଛି। ବୈଠକରେ ମୁଖ୍ୟମନ୍ତ୍ରୀ ମାଝୀ, ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ସମସ୍ତ ବିଭାଗର ମନ୍ତ୍ରୀ...
ଜାନୁଆରୀ ୧୫ ପରେ ‘ସୁଭଦ୍ରା’ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା
ଭୁବନେଶ୍ୱର ୪/୧: ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି। ସର୍ଭେ ଅବଧି ଡିସେମ୍ବର ୩୦ ପରିବର୍ତ୍ତେ ଜାନୁଆରୀ ୧୫କୁ ବଢ଼ିଛି। ମାର୍ଚ୍ଚ ୩୦ରେ ଆବେଦନ କଲେ ବି ଏକାଥରେ ୨ଟି କିସ୍ତି...
ସୁଭଦ୍ରାକୁ ନେଇ ବଡ଼ ଖବର, ଏକାଠି ମିଳିବ ୨ଟି କିସ୍ତି
ଭୁବନେଶ୍ୱର,୩।୧: ସୁଭଦ୍ରାକୁ ନେଇ ଆସିଛି ବଡ଼ ଖବର। ‘ସୁଭଦ୍ରା’ ଆବେଦନକୁ ନେଇ ରାଜ୍ୟ କ୍ୟାବିନେଟରେ ବଡ଼ ନିଷ୍ପତ୍ତି। ଏଣିକି ୨ଟି କିସ୍ତି ଏକାଠି ମିଳିବ। ରାଜ୍ୟ କ୍ୟାବିନେଟରେ ବିଭିନ୍ନ ବିଭାଗର ୯ଟି ପ୍ରସ୍ତାବକୁ ମୋହର ବାଜିଛି। ସୁଭଦ୍ରା ସହ ମୁଖ୍ୟମନ୍ତ୍ରୀ...
ଡିସେମ୍ବର ୨୫ରେ ମିଳିବ ‘ସୁଭଦ୍ରା’ ଟଙ୍କା, ଜାଣନ୍ତୁ ଏଥର କିଏ ପାଇବେ ଆଉ କିଏ ପଡ଼ିବେ ବାଦ୍, ବିସ୍ତୃତ ତଥ୍ୟ ଦେଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ
ଭୁବନେଶ୍ୱର,୪ା୧୨: ଆସନ୍ତା ୨୫ ତାରିଖରେ ସୁଭଦ୍ରା ଟଙ୍କା ମିଳିବ। ଏନେଇ ବିସ୍ତୃତ ତଥ୍ୟ ଦେଇଛି ସୂଚନା ଓ ଲୋକ ସମ୍ପର୍କ ବିଭାଗ। ସୁଭଦ୍ରା ଯୋଜନା ଅଧୀନରେ ତୃତୀୟ ପର୍ଯ୍ୟାୟ ସୁଦ୍ଧା ରାଜ୍ୟର ମୋଟ୍ ୮୦ ଲକ୍ଷରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ୫...
ଖାତାକୁ ଆସିଲା ସୁଭଦ୍ରା ଟଙ୍କା, ଏଥର ବି କିଛି ହିତାଧିକାରୀ କାହିଁକି ପଡ଼ିଲେ ବାଦ୍ ଜାଣି ରଖନ୍ତୁ…
ଭୁବନେଶ୍ୱର,୨୪ା୧୧: ରବିବାର ମଧ୍ୟାହ୍ନରେ ସୁଭଦ୍ରା ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଛି ଟଙ୍କା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁନ୍ଦରଗଡ଼ ଗସ୍ତରେ ଯାଇ ଏହି ଟଙ୍କା ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଆଜି ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ...
ଆଉ ଦୁଇ ଦିନ ପରେ ମହିଳାଙ୍କ ଆକାଉଣ୍ଟକୁ ଆସିବ ‘ସୁଭଦ୍ରା’ ଟଙ୍କା, ଅଙ୍ଗନଓ୍ବାଡି କର୍ମୀଙ୍କୁ ନେଇ ଉପମୁଖ୍ୟମନ୍ତ୍ରୀ ଦେଲେ ବଡ଼ ବୟାନ…
ଭୁବନେଶ୍ୱର,୨୧।୧୧: ପୁଣି ମହିଳାଙ୍କ ଆକାଉଣ୍ଟକୁ ଆସିବ ସୁଭଦ୍ରା ଟଙ୍କା। ଏ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ବଡ ଘୋଷଣା କରିଛନ୍ତି। ପୂର୍ବରୁ ୨ଟି ପର୍ଯ୍ୟାୟରେ ସୁଭଦ୍ରା ଟଙ୍କା ମିଳିଥିବା ବେଳେ ୨୪ ତାରିଖରେ ୩ୟ ପର୍ଯ୍ୟାୟ ଟଙ୍କା ମିଳିବ ।...
କାହିଁକି ଆକାଉଣ୍ଟକୁ ଆସିନି ସୁଭଦ୍ରା ଟଙ୍କା, କ’ଣ କଲେ ଆସିବ ଉପମୁଖ୍ୟମନ୍ତ୍ରୀ ଦେଲେ ପୂରା ସୂଚନା…
ଭୁବନେଶ୍ୱର,୯ା୧୧: ପୂର୍ବଥର ଯେଉଁ ମହିଳାଙ୍କ ଆକାଉଣ୍ଟକୁ ସୁଭଦ୍ରା ଟଙ୍କା ଆସିନାହିଁ, କାହିଁକି ଆସିନାହିଁ କ’ଣ କଲେ ଆକାଉଣ୍ଟକୁ ଟଙ୍କା ଆସିବ ସେ ସମ୍ପର୍କରେ ସବିଶେଷ କଥା କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ଏଯାବତ୍ ୨ ଲକ୍ଷ ୬୭...
ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ୨୪ରେ ମହିଳାଙ୍କ ଆକାଉଣ୍ଟକୁ ଆସିବ ସୁଭଦ୍ରା ଟଙ୍କା
ଭୁବନେଶ୍ୱର,୯ା୧୧: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ଆସନ୍ତା ୨୪ ତାରିଖରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଆସିବ। ଏନେଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ୨୦ ଲକ୍ଷରୁ ଅଧିକ...
ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କହିଲେ ଖୁବ୍ଶୀଘ୍ର ମିଳିବ ସୁଭଦ୍ରା ଟଙ୍କା, ଯେଉଁ ହିତାଧିକାରୀ…
ଭୁବନେଶ୍ୱର,୨୮ା୧୦: ସରକାରଙ୍କ ‘ସୁଭଦ୍ରା’ ଯୋଜନାର କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବାକି ରହିଯାଇଥିବା ଯୋଗ୍ୟ ହିତାଧିକାରୀଙ୍କୁ ଖୁବ୍ଶୀଘ୍ର ସୁଭଦ୍ରା ଟଙ୍କା ମିଳିବ ଏ ପର୍ଯ୍ୟନ୍ତ ଏହି...
‘ସୁଭଦ୍ରା’ ଯୋଜନାରେ ସଂଶୋଧନ ପାଇଁ କ୍ୟାବିନେଟ୍ରେ ବଡ଼ ନିଷ୍ପତ୍ତି
ଭୁବନେଶ୍ୱର,୨୩ା୧୦: ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶା ଅଭିମୁଖେ ଆସୁଥିବାବେଳେ ବୁଧବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି...
ଆଜି ସୁଭଦ୍ରା ଟଙ୍କା ନ ଆସିଲେ, ପୁଣି କେବେ ମିଳିବ… ଆସିଲା ବଡ଼ ଅପଡେଟ୍
ଭୁବନେଶ୍ୱର,୯।୧୦: ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ’ସୁଭଦ୍ରା’ ଟଙ୍କା ଆସିଛି । ବାରିପଦା ଛଉ ପଡ଼ିଆ ସଭାରେ ମୁଖ୍ୟମନ୍ତ୍ରୀ ସୁଭଦ୍ରା ଟଙ୍କା ବଣ୍ଟନ କରିଛନ୍ତି। ତେବେ ଆଜି ସନ୍ଧ୍ୟା ସୁଦ୍ଧା ୬୦ ଲକ୍ଷରୁ ଅଧିକ...
ଏହି ଦିନ ଆସିବ ଦ୍ବିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା: ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୯।୯: ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ପାଇଁ ଲାଗି ରହିଥିବା କଳ୍ପନା ଜଳ୍ପନାର ଏକ ପ୍ରକାର ଅନ୍ତ ଘଟିଛି। ଦ୍ବିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ଅକ୍ଟୋବର ୯ରେ ଆସିବ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏ ନେଇ ରବିବାର ସୂଚନା ଦେଇଛନ୍ତି।...
Archives


