Tag Archives: Subhadra Yojana

ଅଢ଼େଇ ହଜାର ଦ୍ବୀପରେ ମୋଦିଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ…

ଭୁବନେଶ୍ୱର,୧୭।୯: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ । ତେବେ ପ୍ରଥମଥର ମୋଦି ଓଡ଼ିଶାରେ ତାଙ୍କ ଜନ୍ମଦିନ ପାଳନ କରିବେ, ଏ ନେଇ ସମସ୍ତେ ବେଶ ଉତ୍ସାହିତ ଅଛନ୍ତି। ତାଙ୍କ ଜନ୍ମଦିନ ଅବସରରେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କ ଆକର୍ଷଣୀୟ ବାଲୁକା…

ଏହି ମହିଳାଙ୍କ ହାତରୁ କ୍ଷିରୀ ଖାଇବେ ମୋଦି

ଭୁବନେଶ୍ୱର,୧୭।୯ : ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏ ନେଇ ଚଳଚଞ୍ଚଳ ହୋଇ ଉଠିଛି ଜନତା ମଇଦାନ । ସୁଭଦ୍ରା ଯୋଜନା ପାଇଁ ଉତ୍ସାହିତ ହୋଇପଡ଼ିଛନ୍ତି ମହିଳା। ତେବେ କେବଳ ସୁଭଦ୍ରା ନୁହେଁ ଆଜି ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ପ୍ରଥମ…

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ଟ୍ରାଫିକ୍‌ କଟକଣା

ଭୁବନେଶ୍ୱର,୧୬ା୯(ସତ୍ୟଜିତ୍‌ ରାଉତ): ସୁଭଦ୍ରା ଯୋଜନାର ଶୁଭାରମ୍ଭ ସହ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଭୁବନେଶ୍ୱର ଆସୁଛନ୍ତି। ଏଥିପାଇଁ ରାଜଧାନୀରେ ବିପୁଳ ଜନସମାଗମ ହେବାର ଆଶଙ୍କା ଥିବାରୁ ଏହାକୁ ଦୃଷ୍ଟିରେ ରଖି କମିଶନରେଟ୍‌ ପୋଲିସ ପକ୍ଷରୁ ସୋମବାର…

କାଲି ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ ସୁଭଦ୍ରା ଟଙ୍କା, ଉପମୁଖ୍ୟମନ୍ତ୍ରୀ କହିଲେ ମୋବାଇଲକୁ ଆସୁଥିବା ଲିଙ୍କ୍‌ରେ…

ଭୁବନେଶ୍ୱର,୧୬ା୯: ଆସନ୍ତାକାଲି ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ସୁଭଦ୍ରା ହିତାଧିକାରୀଙ୍କ ମଧ୍ୟରେ ଉତ୍କଣ୍ଠା ପ୍ରକାଶ ପାଇଛି। ଆଉ କିଛି ମଧ୍ୟ ଦ୍ୱନ୍ଦ୍ୱ ଭିତରେ ରହିଛନ୍ତି ଯେ, ତାଙ୍କ ଆକାଉଣ୍ଟକୁ ପ୍ରଥମ କିସ୍ତି ଟଙ୍କା ଆସିବ କି…

ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌, ଆସନ୍ତାକାଲି…

ଭୁବନେଶ୍ୱର,୧୬ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଅର୍ଥାତ୍‌ ୧୭ ତାରିଖରେ ଓଡ଼ିଶା ଆସିବେ। ଏହି ଗସ୍ତ ନେଇ ବଡ଼ ଅପଡେଟ୍‌ ଆସିଛି। ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚିବାଠାରୁ ଆରମ୍ଭ କରି ପୁଣି ଦିଲ୍ଲୀ ଫେରିଯିବା ନେଇ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ପ୍ରଧାନମନ୍ତ୍ରୀ ଆସନ୍ତାକାଲି…

ସୁଭଦ୍ରା ଓଠରେ ହସ

ଜାନକୀର ବାହାଘର ତା’ ବାପା ଅଠର ବର୍ଷ ନ ପୂରୁଣୁ କରି ଦେଇଥିଲା। ଚିକିଟି ଭଳି ଗାଁରେ ଏବେ ବି କୋଉଠି କୋଉଠି ନିମ୍ନମଧ୍ୟବିତ୍ତ ପରିବାରରେ ଝିଅମାନଙ୍କୁ ଅଳ୍ପ ବୟସରେ ବାହା ଦେଇଦେବାର ଚଳଣି ରହିଛି। ଜାନକୀ ତଳକୁ ଆହୁରି ତିନିଟା…

ସୁଭଦ୍ରା ଯୋଜନାକୁ ନେଇ ପ୍ରଶାସନ ତତ୍ପର, ବାଦ୍‌ ପଡ଼ିବେନି ଯୋଗ୍ୟ ହିତାଧିକାରୀ

ଦାରିଙ୍ଗବାଡ଼ି,୧୫ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ବହୁ ଚର୍ଚ୍ଚିତ ସୁଭଦ୍ରା ଯୋଜନାକୁ ଅଧିକ ଲୋକାଭିମୁଖୀ କରିବା ପାଇଁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ପ୍ରକାରେ ରବିବାର ପଦଯାତ୍ରା ମାଧ୍ୟମରେ ଜନସଚେତନ କରାଯାଇଛି। ବିଡିଓ ଗଦାଧର ପାତ୍ର ଏବଂ ସିଡିପିଓ ସନ୍ଧ୍ୟାରାଣୀ…

ସୁଭଦ୍ରା ଯୋଜନାର ସଚେତନ ପାଇଁ ବିଶାଳ ଶୋଭାଯାତ୍ରା

କର୍ଲାମୁଣ୍ଡା,୧୫ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପ୍ରଶାସନ ତଥା ମିଶନ ଶକ୍ତି ପକ୍ଷରୁ ସୁଭଦ୍ରା ଯୋଜନାର ସଚେତନ ପାଇଁ ବିଶାଳ ଶୋଭାଯାତ୍ରା ରବିବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିଡିଓ ମଣ୍ଟୁ ଖମାରୀ, ସିଡିପିଓ କଳ୍ପଳତା ତ୍ରିପାଠୀ, ମିଶନ…

ସୁଭଦ୍ରା ଯୋଜନାକୁ ନେଇ ମହିଳାଙ୍କ ଭିତରେ ବଢ଼ିଲା ଉତ୍ସାହ, ୧୭କୁ ଅପେକ୍ଷା

ଦାରିଙ୍ଗବାଡ଼ି,୧୪ା୯(ଅରୁଣ ସାହୁ): ସୁଭଦ୍ରା ଯୋଜନାକୁ ନେଇ ରାଜ୍ୟ ସରକାର ଯେତିକି ତତ୍ପରତା ଦେଖାଉଛନ୍ତି ସେତିକି ସ୍ଥାନୀୟ ପ୍ରଶାସନଠାରୁ ଆରମ୍ଭ କରି ଜିଲା ପ୍ରଶାସନ ପକ୍ଷରୁ ଯୋଜନାକୁ ନେଇ ତତ୍ପରତା ବୃଦ୍ଧି ପାଉଛି। ସେହି କ୍ରମରେ ଗାଁ ତଥା ଦୁର୍ଗମ ଗାଁଗୁଡ଼ିକରେ ମଧ୍ୟ…

ସିଲ୍‌ ହେଲା ଜନସେବା କେନ୍ଦ୍ର: ସୁଭଦ୍ରା ଯୋଜନା ଆବେଦନ ପାଇଁ ମାଗୁଥିଲେ ଟଙ୍କା

ଖୋର୍ଦ୍ଧା,୧୨।୯(ପ୍ରଭାତ ପାଣିଗ୍ରାହୀ): ସୁଭଦ୍ରା ଯୋଜନାରେ ପଞ୍ଜୀକରଣ ପାଇଁ ହିତାଧିକାରୀଙ୍କଠାରୁ ଅର୍ଥ ଦାବି କରୁଥିବା ଅଭିଯୋଗରେ ଖୋର୍ଦ୍ଧା ଜିଲା ପ୍ରଶାସନ ଏକ ଜନସେବା କେନ୍ଦ୍ରକୁ ସିଲ୍‌ କରି ଦେଇଛି । ପୌରାଞ୍ଚଳର ମୁକୁନ୍ଦପ୍ରସାଦ ଠାରେ ଥିବା ଏକ ଜନସେବା କେନ୍ଦ୍ର ହିତାଧିକାରୀଙ୍କଠାରୁ ଅର୍ଥ…

୫୭ ହଜାର ମହିଳାଙ୍କୁ ସୁଭଦ୍ରା ଯୋଜନାରେ ସାମିଲ ଲକ୍ଷ୍ୟ, ଆଜିସୁଦ୍ଧା ୧୩ ହଜାର ପଞ୍ଜୀକୃତ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ସୁଭଦ୍ରା ଯୋଜନା ପାଇଁ ବିଭିନ୍ନ ସ୍ଥାନରେ ମହିଳାଙ୍କ ଭିଡ଼ ଦେଖିବାକୁ ମିଳିଛି। ରାଜ୍ୟରେ ନୂଆ ସରକାରଙ୍କ ନୂଆ ଯୋଜନା ସୁଭଦ୍ରାକୁ ନେଇ ମହିଳାଙ୍କ ମଧ୍ୟରେ ଉତ୍ସୁକତା ଦେଖାଯାଇଛି। ବ୍ୟାଙ୍କଠାରୁ ଆରମ୍ଭ କରି…

ସୁଭଦ୍ରା ଯୋଜନା ଆବେଦନ ହେବ ସହଜ, ଲୋକଙ୍କୁ ସମସ୍ତ ପ୍ରକାର…

ଦାରିଙ୍ଗବାଡ଼ି,୧୧ା୯(ଅରୁଣ ସାହୁ): ସାରା ରାଜ୍ୟରେ ଏବେ ସୁଭଦ୍ରା ଯୋଜନାକୁ ନେଇ ଅନେକ ଚର୍ଚ୍ଚା ହେଉଛି। ଏହି ଯୋଜନାକୁ ନେଇ ଲୋକଙ୍କ ମନରେ ବିଭିନ୍ନ ଆଶଙ୍କା ରହିଥିବା ବେଳେ ତାକୁ ଦୂର କରିବା ଲକ୍ଷ୍ୟ ଓ ମହିଳାମାନେ କିଭଳି ଏହି ଯୋଜନାରେ ସଠିକ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri