Tag Archives: Subhadra Yojana

‘ସୁଭଦ୍ରା ଯୋଜନାରେ ସାମିଲ ପାଇଁ ଟଙ୍କା ମାଗିଲେ ଏହି ଟୋଲ୍‌ ଫ୍ରି ନମ୍ବରରେ କରନ୍ତୁ କଲ୍‌’

ଛତ୍ରପୁର,୬ା୯: ସୁଭଦ୍ରା ଯୋଜନା ପାଇଁ ଆଧାର କାର୍ଡରେ ମୋବାଇଲ ନମ୍ବର ଲିଙ୍କ୍‌ ବାଧ୍ୟତାମୂଳକ ନୁହଁ l ଏହା ନ ଥିଲେ ବି ଜଣେ ସୁଭଦ୍ରା ଯୋଜନାରେ ସାମିଲ ପାଇଁ ଆବେଦନ କରିପାରିବେ। ଏହା ସମ୍ପୂର୍ଣ୍ଣ ନିଃଶୁଳ୍କ ଅଟେ, ଯଦି କିଏ ପଇସା…

ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା: ଆଧାରରେ ମୋବାଇଲ ଲିଙ୍କ୍‌ ବାଧ୍ୟତାମୂଳକ ନୁହେଁ, ଜାଣନ୍ତୁ ଏହା ବଦଳରେ କ’ଣ କରିବେ…

ଜଗତସିଂହପୁର,୬ା୯(ପ୍ରମୋଦ କୁମାର ନାୟକ): ରାଜ୍ୟ ସରକାର ଲୋକାଭିମୁଖୀ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏନେଇ ଆଧାର କେନ୍ଦ୍ର, ଜନସେବା କେନ୍ଦ୍ର (ଜେଏସ୍‌କେ) ଓ ମୋ ସେବା କେନ୍ଦ୍ର (ଏମ୍‌ଏସ୍‌କେ) ଆଦି ବିଭିନ୍ନ ସ୍ଥାନରେ ଭିଡ ଦେଖିବାକୁ ମିଳୁଛି। କେତେବେଳେ ସର୍ଭର ଡାଉନ…

ସୁଭଦ୍ରା ଫର୍ମ ଦାଖଲର କୌଣସି ଶେଷ ତାରିଖ ନାହିଁ, ଏହି ଦିନ ଦିଆଯିବ ପ୍ରଥମ କିସ୍ତି ଟଙ୍କା

ଭୁବନେଶ୍ୱର,୪ା୯: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବୁଧବାର ସୁଭଦ୍ରା କଲ୍‌ ସେଣ୍ଟର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ସୁଭଦ୍ରା ଫର୍ମ ଦାଖଲର କୌଣସି ଶେଷ ତାରିଖ ନାହିଁ। ଶେଷ ଯୋଗ୍ୟ ହିତାଧିକାରୀ ଦାଖଲ…

ସୁଭଦ୍ରା ଯୋଜନା ଫର୍ମ ପାଇଁ ଅଙ୍ଗନଓ୍ବାଡି କର୍ମୀଙ୍କୁ ମାଡ଼

ରଣପୁର,୩ା୯(ସୁକାନ୍ତ କିଶୋର ଡାକୁଆ): ସୁଭଦ୍ରା ଯୋଜନା ଫର୍ମ ପାଇଁ ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କୁ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି ସମ୍ପୃକ୍ତ ଯୁବକଙ୍କୁ ପୋଲିସ ଥାନାରେ ଅଟକ ରଖି ତଦନ୍ତ ଆରମ୍ଭ କରିଛି। ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଆହତ କର୍ମୀଙ୍କୁ…

ସୁଭଦ୍ରା ଯୋଜନାରେ ଏହି ଦିନ ଆସିବ ପ୍ରଥମ କିସ୍ତି, ଆବେଦନ କରି …

ଭୁବନେଶ୍ୱର,୧।୯: ସୁଭଦ୍ରା’ ଯୋଜନା ପାଇଁ ରବିବାରଠାରୁ ଆବେଦନ ଆରମ୍ଭ ହୋଇଛି। ସେଥିପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରରେ ଲମ୍ବା ଲାଇନ ଦେଖିବାକୁ ମିଳିଛି। ସେହିପରି ବ୍ଲକ୍‌ ଅଫିସ୍‌, ମୋ ସେବା କେନ୍ଦ୍ର ଓ ଜନସେବା କେନ୍ଦ୍ରରେ ମଧ୍ୟ ଆବେଦନକାରୀଙ୍କ ଭିଡ଼ ଦେଖିବାକୁ ମିଳିଛି। ଏମିତି…

ଆଜିଠୁ ସୁଭଦ୍ରା ଯୋଜନା ପାଇଁ ପଞ୍ଜୀକରଣ ଆରମ୍ଭ, ଏହି ସ୍ଥାନରେ ମିଳିବ ଫର୍ମ, ଜାଣନ୍ତୁ ଆବେଦନର ନିୟମ…

ଭୁବନେଶ୍ୱର,୧ା୯: ସୁଭଦ୍ରା ଯୋଜନା ପାଇଁ ରବିବାରଠାରୁ ଆରମ୍ଭ ହେଉଛି ପଞ୍ଜୀକରଣ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋସିଆଲ ମିଡିଆରେ ଲାଇଭ୍‌ରେ ଆସି ଶନିବାର ସବିଶେଷ ସୂଚନା ଦେଇଥିଲେ। ଉପମୁଖ୍ୟମନ୍ତ୍ରୀ କହିଥିଲେ, ‘ସୁଭଦ୍ରା’ ଯୋଜନା ପାଇଁ ମାର୍ଗଦର୍ଶିକା ଜାରି ହୋଇସାରିଛି। ସମସ୍ତ ଜିଲାରେ…

ସୁଭଦ୍ରା, ପିଏମ୍‌ ବିଶ୍ୱକର୍ମା ଯୋଜନାକୁ ନେଇ ମିଥ୍ୟା ଗୁଜବକାରୀଙ୍କ ପ୍ରତି ହେବ କଡ଼ା କାର୍ଯ୍ୟାନୁଷ୍ଠାନ

ଦାରିଙ୍ଗବାଡ଼ି,୩୧ା୮(ଅରୁଣ ସାହୁ): ରାଜ୍ୟ ସରକାରଙ୍କ ନୂତନ ଯୋଜନା ସୁଭଦ୍ରା ଏବଂ ପିଏମ୍‌ ବିଶ୍ୱକର୍ମା ଯୋଜନା ସମ୍ପର୍କରେ ଏକ ସଚେତନ କର୍ମଶାଳା ବିଡିଓ ଗଦାଧର ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ଯୋଜନା ସମ୍ପର୍କରେ ରାଜ୍ୟ ସରକାର ଘୋଷଣା କରିବା ପରେ ଅନେକ…

ସୁଭଦ୍ରା ଯୋଜନା: କେଉଁଠୁ ମିଳିବ ଫର୍ମ, କିପରି କରିବେ ଆବେଦନ, ଜାଣିନିଅନ୍ତୁ…

ଭୁବନେଶ୍ୱର,୨୬।୮: ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ସୁଭଦ୍ରା ଯୋଜନା ପାଇଁ ଗାଇଡଲାଇନ ଜାରି କରାଯାଇଛି। ଗାଇଡଲାଇନ ଅନୁଯାୟୀ, ଆବେଦନକାରୀ ଓଡିଶାର ବାସିନ୍ଦା ହୋଇଥିବେ। ବୟସ ୨୧ରୁ ଅଧିକ ୬୦ ବର୍ଷରୁ କମ୍‌ ହୋଇଥିଲେ ସୁଭଦ୍ରା ଯୋଜନା ଆବେଦନ କରିପାରିବେ।…

ସୁଭଦ୍ରା ଯୋଜନା ପାଇଁ କିପରି କରିବେ ଆବେଦନ ? ଘୋଷଣା କଲେ ସରକାର

ଭୁବନେଶ୍ୱର,୨୩।୮: ସୁଭଦ୍ରା ଯୋଜନାରେ ମହିଳା ମାନଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରିବାକୁ ପ୍ରତିଶ୍ରୁତି ଦେଇ ରାଜ୍ୟରେ କ୍ଷମତାକୁ ଆସିଥିବା ଭାଜପା ସରକାର ଏହି ଯୋଜନାର ଏସଓପି ଆଣିଛନ୍ତି। ଏହି ଯୋଜନା ଅଧୀନରେ ୨୧ରୁ ୬୦ ବର୍ଷର ମହିଳାଙ୍କୁ ଆର୍ଥିକ ସହାୟତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri