ଏକାସହ କୋଟିଏ ମହିଳା ପାଇବେ ଦ୍ୱିତୀୟ କିସ୍ତି ସୁଭଦ୍ରା ଟଙ୍କା, ବାଦ୍ ପଡ଼ିଥିବା ହିତାଧିକାରୀଙ୍କୁ…
ଭୁବନେଶ୍ୱର,୨୮ା୨(ସୁନିତ୍ ମିଶ୍ର): ସୁଭଦ୍ରା ଯୋଜନାର ଦ୍ୱିତୀୟ କିସ୍ତି ଅର୍ଥ ଅନ୍ତର୍ଜାତୀୟ ମହିଳା ଦିବସ ତଥା ଆସନ୍ତା ୮ ତାରିଖରେ ରାଜ୍ୟ ସରକାର ପ୍ରଦାନ କରିବେ। ରାଜ୍ୟର ପ୍ରାୟ ୧ କୋଟି ମହିଳାଙ୍କ ଆକାଉଣ୍ଟକୁ ଏକାସଙ୍ଗେ ସୁଭଦ୍ରା ଦ୍ୱିତୀୟ କିସ୍ତି ଅର୍ଥ...
କାର୍ଯ୍ୟକାରୀ ହେବ ‘ସୁଭଦ୍ରା ପ୍ଲସ୍’: ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୮।୨: ରାଜ୍ୟରେ ଭାଜପା ସରକାର କ୍ଷମତାସୀନ ହେବା ପରଠୁ ଓଡ଼ିଶାର ମହିଳାମାନଙ୍କର ଉନ୍ନତୀକରଣ ଓ ସଶକରଣ ଦିରରେ ଗୁରୁତ୍ୱାରୋପ କରି ଆସୁଛନ୍ତି। ଏହି କ୍ରମରେ ରାଜା ସରକାର ମହିଳାମାନଙ୍କୁ ବର୍ଷକୁ ଦୁଇଟି କିସ୍ତିରେ ୧୦ ହଜାର ଟଙ୍କା ଲେଖାଏ ସହାୟତା...
ଚତୁର୍ଥ ପର୍ଯ୍ୟାୟରେ ‘ସୁଭଦ୍ରା ଟଙ୍କା’ ପାଇବେ ୨୦ ଲକ୍ଷ ମହିଳା, ଏହି ଦିନ ଆକାଉଣ୍ଟକୁ ଆସିବ ଟଙ୍କା…
ଭୁବନେଶ୍ୱର,୨୧।୧୨: ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କାକୁ ନେଇ ଲାଗି ରହିଥିବା ଅନିଶ୍ଚିତତା ଉପରୁ ହଟିଛି ପରଦା। ଏବେ ଯୋଗ୍ୟ ହିତାଧିକାରୀଙ୍କ ଯାଞ୍ଚ କରାଯାଉଛି। ଯାଞ୍ଚ ସରିଲେ ଆସନ୍ତା ୩୦ରେ ଟଙ୍କା ଦେବାକୁ ଟାର୍ଗେଟ ରଖାଯାଇଛି। ଯଦି ଏହା ନ ସରେ...
ଗୋଟିଏ ମୋବାଇଲ୍ ନମ୍ବରରେ ଏକାଧିକ ଆକାଉଣ୍ଟ ଲିଙ୍କ୍ ଥିଲେ ଆସିବନି ଟଙ୍କା, ଏମିତି କରିବାକୁ ଅପିଲ୍ କଲେ ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୧।୧୧: ରାଜ୍ୟ ସରକାରଙ୍କର ସୁଭଦ୍ରା ଯୋଜନାରେ ଆସନ୍ତା ଡିସେମ୍ବର ମାସ ପହିଲା ସୁଦ୍ଧା ୧ କୋଟି ମହିଳା ହିତାଧିକାରୀ ଆର୍ଥିକ ସହାୟତା ପାଇଥିବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ଗଣମାଧ୍ୟମକୁ ସୂଚନା ଦେଇ ଶ୍ରୀମତୀ ପରିଡ଼ା କହିଛନ୍ତି ଆସନ୍ତା...
ସୁଭଦ୍ରା ଯୋଜନାରେ କେଉଁମାନେ ଟଙ୍କା ପାଇଛନ୍ତି, କେଉଁମାନଙ୍କର ଖାରଜ ହୋଇଛି ଆବେଦନ; ଆସିଲା ଲିଷ୍ଟ
ଭୁବନେଶ୍ୱର,୧୨।୧୧: ସୁଭଦ୍ରା ଯୋଜନାରେ ସରକାର ପ୍ରଥମ ଦୁଇଟି ପର୍ଯ୍ୟାୟରେ ପ୍ରାୟ ୬୦ ଲକ୍ଷ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ଟଙ୍କା ଦେଇସାରିଲେଣି। ତେବେ ଆସନ୍ତା ନଭେମ୍ବର ୨୪ରେ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ରିଲିଜ ହେବ। ଏହା ପୂର୍ବରୁ ଯେଉଁମାନଙ୍କର...
ଅଡୁଆରେ ସୁଭଦ୍ରା ହିତାଧିକାରୀ, ଆଧାର ଲିଙ୍କ୍ କରୁ କରୁ ବ୍ୟଙ୍କ ଖାତରୁ ଟଙ୍କା ଗାଏବ
କେନ୍ଦୁଝର,୧୧ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ସୁଭଦ୍ରା ଯୋଜନା ମହିଳାଙ୍କ ପାଇଁ ଖୁସି ଆଣିଲା, କିନ୍ତୁ କିଛି ହିତାଧିକାରୀ ସୁଭଦ୍ରା ଯୋଜନାରେ ଅର୍ଥ ପାଇବାକୁ ଯାଇ ଏବେ ଅଡୁଆରେ। ଆଧାର ସହିତ ମୋବାଇଲ ନମ୍ବର ଯୋଡିବାକୁ ଯାଇ ହୋଇଛନ୍ତି ଠକାମୀର ଶିକାର, ଆଧାର...
ସ୍ପଷ୍ଟ କଲେ ସରକାର: ଦ୍ଵିତୀୟ ପର୍ଯ୍ୟାୟ ପୂର୍ବରୁ ଏକ ଟଙ୍କା ପଠାଯାଇ ନାହିଁ
ଭୁବନେଶ୍ୱର,୭।୧୦: ଅକ୍ଟୋବର ୯ ତାରିଖରେ ବା ବୁଧବାର ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଦ୍ଵିତୀୟ ପର୍ଯ୍ୟାୟରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ପ୍ରଦାନ ପୂର୍ବରୁ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଦୂର କରିଛନ୍ତି ସରକାର। ସୋମବାର ଦିନ ତମାମ ଖବର ଚାଲିଥିଲା...
ଅକ୍ଟୋବର ୯କୁ ଦିଆଯିବ ସୁଭଦ୍ରା ଦ୍ୱିତୀୟ ପର୍ଯ୍ୟାୟ ପ୍ରଥମ କିସ୍ତି, ଏହି ତାରିଖ ସୁଦ୍ଧା ସରିବ ପ୍ରସ୍ତୁତି
ନୂଆଦିଲ୍ଲୀ,୩।୧୦: ମହିଳାମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରୁଥିବା ରାଜ୍ୟ ସରକାରଙ୍କ ପ୍ରମୁଖ ଜନକଲ୍ୟାଣକାରୀ “ସୁଭଦ୍ରା” ଯୋଜନାର ପ୍ରଥମକିସ୍ତି ଅର୍ଥରାଶି ପ୍ରଥମ ପର୍ଯ୍ୟାୟରେ ୨୫ଲକ୍ଷ ୨୯ହଜାର ୭୨୦ ହିତାଧିକାରୀଙ୍କୁ ସେମାନଙ୍କର ବ୍ୟାଙ୍କ ଆକାଉଣ୍ଟକୁ ପ୍ରେରଣ ପରେ ୨ୟ ପର୍ଯ୍ୟାୟରେ ଯୋଗ୍ୟ ହିତାଧିକାରୀଙ୍କୁ...
ଆସନ୍ତା ମହିଳା ପର୍ବରେ ମିଳିବ ସୁଭଦ୍ରା ଟଙ୍କା: ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୫।୯: ସୁଭଦ୍ରା ଯୋଜନା ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ସୂଚନା ଦେଇଛନ୍ତି। ଆଗକୁ ଆସୁଥିବା ମହିଳାଙ୍କ ପର୍ବରେ ଆଉ ଏକ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ପ୍ରଦାନ କରାଯିବ। ଆଗକୁ ମହିଳାଙ୍କ ଉତ୍ସବ ଆସୁଛି, ଏଥିରେ ସୁଭଦ୍ରା ଟଙ୍କା ଦିଆଯିବ।...
ଖାତାକୁ ଆସିଲା କି’ ସୁଭଦ୍ରା ଟଙ୍କା…
ଭୁବନେଶ୍ୱର,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏପରିକି ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ୫ହଜାର ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟଙ୍କୁ ଆସିଛି। ଏନେଇ ହିତାଧିକାରୀମାନେ ଖୁସି ବ୍ୟକ୍ତ କରିବା ସହ...
ସୁଭଦ୍ରା ଯୋଜନା ଲାଗି ଆଧାରକାର୍ଡ ସେଣ୍ଟରରେ ମହିଳାଙ୍କୁ ଠକେଇ: ଖବର ପ୍ରକାଶ ପରେ ଚଢାଉ କଲେ ଏସଡିପିଓ, ପୋଲିସ
ପୁରୁଷୋତ୍ତମପୁର,୧୦।୯ (ସୀମାଞ୍ଚଳ ମିଶ୍ର): ଆଧାରକାର୍ଡ ସେଣ୍ଟରରେ ଗରିବ ଶ୍ରେଣୀର ମହିଳା ମାନଙ୍କଠାରୁ ଅଧିକ ଟଙ୍କା ନେଉଥିବାର ଅଭିଯୋଗ ପରେ ଚଢ଼ାଉ କରିଛନ୍ତି ପୁଷୋତ୍ତମପୁର ଏସଡିପିଓ, ପୋଲିସ। ମଙ୍ଗଳବାର ଏହି ଖବର ଧରିତ୍ରୀ ୱେବ’ରେ ପ୍ରକାଶ ପାଇବା ପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ...
ସୁଭଦ୍ରା ଯୋଜନାରେ ଠକାମୀ ଜଗିବ ପୋଲିସ: କଡ଼ା କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଲେ ସରକାର
ଭୁବନେଶ୍ୱର,୨୬ା୮: ରାଜ୍ୟରେ ମହିଳା ସଶକ୍ତିକରଣ ପାଇଁ ରାଜ୍ୟ ସରକାର ସୁଭଦ୍ରା ଆରମ୍ଭ କରିଛନ୍ତି। ପ୍ରତ୍ୟେକ ଯୋଗ୍ୟ ହିତାଧିକାରୀ ୫ ବର୍ଷ ମଧ୍ୟରେ, ୫୦ ହଜାର ଟଙ୍କା ନଗଦ ସୁବିଧା ପାଇବେ। ପ୍ରତିବର୍ଷ ୧୦ ହଜାର ଟଙ୍କା କିସ୍ତିରେ ଏହା ରାଜ୍ୟର...
Archives
