ସୁଭଦ୍ରାକୁ ନେଇ ପ୍ରଭାତୀଙ୍କ ବଡ଼ ଘୋଷଣା, ୨୯-୩୦ରେ…
ଭୁବନେଶ୍ୱର,୨୮।୧: ୨୯ ଓ ୩୦ରେ ବ୍ୟାଙ୍କ ଯାଆନ୍ତୁ। ସୁଭଦ୍ରା ଆବେଦନକାରୀଙ୍କୁ ପ୍ରେସମିଟ୍ କରି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ବଡ଼ ଘୋଷଣା କରିଛନ୍ତି। ପ୍ରଭାତୀ କହିଛନ୍ତି, ଆସନ୍ତା କାଲି ଓ ପଅରଦିନ ବ୍ୟାଙ୍କ ଯାଆନ୍ତୁ। ଦୁଇ ଦିନ ବ୍ୟାଙ୍କଗୁଡ଼ିକ ସ୍ବତନ୍ତ୍ର ଭାବେ...
ଭୁବନେଶ୍ୱରରେ ପହଞ୍ଚିଲେ ମୋଦି
ଭୁନେଶ୍ୱର,୧୭।୯ : ଭୁବନେଶ୍ୱରେ ପହଞ୍ଚିଲେ ମୋଦି। ସ୍ବତନ୍ତ୍ର ବିମାନରେ ଆସି ବିଜୁ ପଟ୍ଟନାୟକ ବିମାନ ବନ୍ଦରେ ପହଞ୍ଚିଛନ୍ତି। ତାଙ୍କୁ ସ୍ବାଗତ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ମାଝି ଓ ଭାଜପାର ନେତୃବୃନ୍ଦ ଉପସ୍ଥିତ ଥିଲେ। ପରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି।...
ସୁଭଦ୍ରା ନାଁ’ରେ ବଡ଼ ଠକେଇ: ମହିଳାଙ୍କ ଖାତାରୁ ୧୨ ହଜାର ଟଙ୍କା ଗାଏବ
ନିମାପଡ଼ା,୧୬।୯(ବିଚିତ୍ରାନନ୍ଦ ସାହୁ): ସୁଭଦ୍ରା ଯୋଜନାରେ ମହିଳାମାନଙ୍କ ଖାତାକୁ ଟଙ୍କା ଯିବାର ଗୋଟିଏ ଦିନ ପୂର୍ବରୁ ବଡ଼ ଠକେଇରେ ପଡିଛନ୍ତି ମହିଳା। ଚାହୁଁଛହୁଁ ଖାତାରୁ ଉଡିଯାଇଛି କଷ୍ଟ ଅର୍ଜିତ ୧୨ ହଜାର ଟଙ୍କା। ପୁରୀ ଜିଲା ନିମାପଡ଼ା ବ୍ଲକ ଅନ୍ତର୍ଗତ ଢ଼ଳେଶର...
ସୁଭଦ୍ରା ଏସଓପି ଆଣିଲେ ସରକାର: ଜାଣନ୍ତୁ କେଉଁମାନଙ୍କୁ ମିଳିବ ଟଙ୍କା
ଭୁବନେଶ୍ୱର,୨୩।୮: ସରକାରଙ୍କ ବହୁ ପ୍ରତିକ୍ଷିତ ଯୋଜନା ସୁଭଦ୍ରା ଏସଓପି ଜାରି ହୋଇଛି। ବିଧାନସଭାରେ ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଗୃହରେ ‘ସୁଭଦ୍ରା’ ଯୋଜନା SOP ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଗତକାଲି କ୍ୟାବିନେଟ୍ରେ SOP ପାରିତ ହୋଇଥିବା...
Archives
