ମାଟ୍ରିକ ପରୀକ୍ଷାରେ ବାଜି ମାରିଲେ ଶୁଭଶ୍ରୀ-ଆଶୁତୋଷ ଭଞ୍ଜନଗର,୨ା୫(ବାବୁଲା ପ୍ରଧାନ): ମାଟ୍ରିକ ପରୀକ୍ଷା ଫଳ ଶନିବାର ପ୍ରକାଶିତ ହୋଇଛି। ଗଞ୍ଜାମ ଜିଲାରେ ୯୮.୨୫ ପ୍ରତିଶତ ଛାତ୍ରୀଛାତ୍ର ପାସ୍ ହୋଇଛନ୍ତି। ଏହିଭଳି ଭଞ୍ଜନଗର ସହରରେ ଥିବା ପ୍ରମୁଖ ବିଦ୍ୟାଳୟଗୁଡ଼ିକର ପରୀକ୍ଷା ଫଳ ମଧ୍ୟ ଭଲ ରହିଛି। ସହରର ସର୍ବ ପୁରାତନ ଉପେନ୍ଦ୍ର…