୧୧ ସପ୍ତାହରେ ୨ ବହି ପ୍ରକାଶ କରି ବିଶ୍ୱ ରେକର୍ଡ ହାସଲ କଲେ ଶୁଭସ୍ମିତା
ଛତ୍ରପୁର,୨୫ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନିଜର ପ୍ରତିଭା, ଅଧ୍ୟବସାୟ ଓ ଦୃଢ଼ ଇଚ୍ଛାଶକ୍ତି ବଳରେ ସାହିତ୍ୟ ଓ ଚିତ୍ରକଳା କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି ଗଞ୍ଜାମ ଜିଲା ଛତ୍ରପୁରର ଯୁବ ଲେଖିକା ତଥା ଚିତ୍ରଶିଳ୍ପୀ ଶୁଭସ୍ମିତା ପଣ୍ଡା। ମାତ୍ର ୧୧ ସପ୍ତାହ…

