ଦୀଘା ଜଗନ୍ନାଥ ମନ୍ଦିରରୁ ହଟିଲା ‘ଧାମ’ ଶବ୍ଦ, ଏବେ ଏହି ନାମରେ…
କୋଲକାତା,୧୦ା୬: ଶେଷରେ ଦୀଘା ଜଗନ୍ନାଥ ମନ୍ଦିରରୁ ହଟିଛି ‘ଧାମ’ ଶବ୍ଦ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅନୁରୋଧକ୍ରମେ ଘୋଷଣା କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ସେ କହିଛନ୍ତି, ପୁରୀ ରୀତିନୀତି ଅନୁଯାୟୀ ଦୀଘାରେ ପୂଜାପାଠ ହେବ। ଦୀଘା ଜଗନ୍ନାଥ ଧାମ…
ମମତା ପଶ୍ଚିମବଙ୍ଗରେ ପ୍ରଦାନ କରିଥିଲେ ୧.୬୯ କୋଟି SC-ST-OBC ପ୍ରମାଣପତ୍ର, କଡ଼ା ଯାଞ୍ଚ ନିର୍ଦ୍ଦେଶ ଦେଲେ ଶୁଭେନ୍ଦୁ ସରକାର
କୋଲକାତା,୧୬ା୫: ୨୦୧୧ରୁ ଜାରି ହୋଇଥିବା ସମସ୍ତ ୧.୬୯ କୋଟି SC-ST-OBC ବର୍ଗ ପ୍ରମାଣପତ୍ରକୁ ପୁନଃ ଯାଞ୍ଚ କରିବାକୁ ପଶ୍ଚିମବଙ୍ଗର ଶୁଭେନ୍ଦୁ ସରକାର ଜିଲା ମାଜିଷ୍ଟ୍ରେଟ୍ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କାରଣ ଗତ କିଛି ବର୍ଷ ମଧ୍ୟରେ ଡକ୍ୟୁମେଣ୍ଟଗୁଡ଼ିକର ପ୍ରାମାଣିକତା ଉପରେ ପ୍ରଶ୍ନ ଉଠିଛି।…
ବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ପିଏଙ୍କ ହତ୍ୟା ମାମଲାରେ ବଡ଼ ଖୁଲାସା, ଧନବାଦରେ….
ନୂଆଦିଲ୍ଲୀ,୧୦।୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ପିଏ ଚନ୍ଦ୍ରନାଥ ରଥଙ୍କ ହତ୍ୟା ଘଟଣାରେ ଝାଡ଼ଖଣ୍ଡର ଧନବାଦ ସହିତ ଏକ ସମ୍ପର୍କ ସାମ୍ନାକୁ ଆସିଛି । ହତ୍ୟାକାରୀମାନେ ଅପରାଧ ଘଟାଇବା ପାଇଁ ବ୍ୟବହୃତ ମୋଟରସାଇକେଲରେ ଧନବାଦର ଜଣେ କର୍ମଚାରୀ ବିଭାଷ ଭଟ୍ଟାଚାର୍ଯ୍ୟଙ୍କ ନକଲି…
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ବୟାନ, କହିଲେ ‘ଶିକ୍ଷିତ ହିନ୍ଦୁମାନେ ମମତାଙ୍କୁ ପ୍ରତ୍ୟାଖ୍ୟାନ କରିଥିଲେ’
କୋଲକାତା,୪।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣନା ବର୍ତ୍ତମାନ ଚାଲିଛି। ପ୍ରାରମ୍ଭିକ ଟ୍ରେଣ୍ଡ ଅନୁଯାୟୀ, ଭାଜପା ବହୁମତ ପାଇଁ ଆବଶ୍ୟକ ମ୍ୟାଜିକ ନମ୍ବର ଅତିକ୍ରମ କରିଛି। ଭାଜପା ବର୍ତ୍ତମାନ ୧୬୮ ଆସନରେ ଆଗୁଆ ଅଛି। ଏହି ସମୟରେ, ଭାଜପା ପ୍ରାର୍ଥୀ…
West Bengal Election Results 2026: ଆସିଲା ପ୍ରଥମ ଟ୍ରେଣ୍ଡ୍, ଜାଣନ୍ତୁ କିଏ ଆଗରେ…
କୋଲକାତା,୪ା୫: ପଶ୍ଚିମବଙ୍ଗର ୨୯୩ ବିଧାନସଭା ଆସନ ପାଇଁ ଭୋଟ ଗଣତି ଆରମ୍ଭ ହୋଇଛି। ଇତିମଧ୍ୟରେ ପ୍ରଥମ ଟ୍ରେଣ୍ଡ୍ ସାମ୍ନାକୁ ଆସିଛି। ଟ୍ରେଣ୍ଡରେ କେଉଁ ଦଳ ଆଗୁଆ ଅଛି ତୃଣମୂଳ କଂଗ୍ରେସ (ଟିଏମସି) ନା ଭାରତୀୟ ଜନତା ପାର୍ଟି (ଭାଜପା)? ଆସନ୍ତୁ ଜାଣିବା……
ଭବାନିପୁରରେ ମମତା ପଛରେ, ଆସାମରେ ହିମନ୍ତଙ୍କ ହ୍ୟାଟ୍ରିକ!
ନୂଆଦିଲ୍ଲୀ,୪।୫: ପଶ୍ଚିମବଙ୍ଗର ୨୯୪ ବିଧାନସଭା ଆସନ ମଧ୍ୟରୁ ୨୯୩ଟି ଆସନର ଫଳାଫଳ ଆଜି ଘୋଷଣା କରାଯିବ। ରାଜ୍ୟର ୭୭ଟି ଗଣତି କେନ୍ଦ୍ରରେ ସକାଳ ୮ଟାରେ ଅତ୍ୟନ୍ତ କଡ଼ା ସୁରକ୍ଷା ମଧ୍ୟରେ ଭୋଟ ଗଣତି ଆରମ୍ଭ ହୋଇଥିଲା ଏବଂ ଅପରାହ୍ନ ସୁଦ୍ଧା ବଙ୍ଗଳାରେ…
ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ପ୍ରଥମ ତାଲିକା ପ୍ରକାଶ କଲା ଭାଜପା, ଏଥର ପୁଣି ମମତା-ଶୁଭେନ୍ଦୁଙ୍କ କଡ଼ା ଟକ୍କର
କୋଲକାତା,୧୬ା୩: ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ଭାଜପା ୧୪୪ ଜଣ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ଭାରତୀୟ ଜନତା ପାର୍ଟି ଶୁଭେନ୍ଦୁ ଅଧିକାରୀ ଏବଂ ଦିଲୀପ ଘୋଷଙ୍କୁ ଟିକେଟ୍ ଦେଇଛି। ଭାଜପା ଶୁଭେନ୍ଦୁ ଅଧିକାରୀଙ୍କୁ ନନ୍ଦିଗ୍ରାମ ଏବଂ ଭବାନୀପୁରରୁ ପ୍ରାର୍ଥୀ କରିଛି,…
‘ମମତା ଆଉ ଦିଦି ନୁହନ୍ତି, ଏଥର ଆଣ୍ଟି’
କୋଲକାତା,୨୫ା୨: ପଶ୍ଚିମବଙ୍ଗ ଭାଜପା ମୁଖ୍ୟ ଶୁଭେନ୍ଦୁ ଅଧିକାରୀ ସନ୍ଦେଶଖାଲି ମାମଲାର ମୁଖ୍ୟ ଅଭିଯୁକ୍ତ ଶେଖ୍ ଶାହାଜାହାନଙ୍କୁ ଗିରଫ କରିବାରେ ବିଳମ୍ବକୁ ନେଇ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ କଟାକ୍ଷ କରିଛନ୍ତି। ଶେଖ୍ ଶାହାଜାହାନଙ୍କୁ ଗିରଫ କରିବାରେ ବିଫଳ ହୋଇଥିବାରୁ ମମତାଙ୍କୁ ତେର୍ଚ୍ଛାବାଣ ମାରିଛନ୍ତି…
Archives


