ସୁଧୁରୁନି ରାସ୍ତାର ଅବସ୍ଥା, ଏନ୍ଏସିକୁ ଦାବିପତ୍ର ପ୍ରଦାନ କରି… ପଦ୍ମପୁର,୧୦ା୯(ପ୍ରଦୀପ୍ତ ଦାଶ): ପଦ୍ମପୁର ଏନ୍ଏସି ଅନ୍ତର୍ଗତ ଥାନା ସମ୍ମୁଖରୁ ଡା. ବି.ଆର୍. ଆମ୍ବେଦକର ଛକ ପର୍ଯ୍ୟନ୍ତ ରାସ୍ତାର ଦୁରବସ୍ଥା ଦୂର କରି ତୁରନ୍ତ ରାସ୍ତା ନିର୍ମାଣ ଓ ଉନ୍ନତିକରଣ କରିବାକୁ ଦାବି ହୋଇଛି। ଏନେଇ ସ୍ଥାନୀୟ ବାସିନ୍ଦାମାନଙ୍କ ପକ୍ଷରୁ ଏନ୍ଏସି କାର୍ଯ୍ୟନିିର୍ବାହୀ…