ସାହାରା ମୁଖ୍ୟ ସୁବ୍ରତ ରୟଙ୍କ ଦେହାନ୍ତ ପରେ କେମିତି ଫେରି ପାଇବେ ଆପଣଙ୍କ ଟଙ୍କା, ଜାଣନ୍ତୁ ନୂଆଦିଲ୍ଲୀ, ୧୫।୧୧: ସାହାରା ଗ୍ରୁପ୍ ପ୍ରତିଷ୍ଠାତା ସୁବ୍ରତ ରୟଙ୍କର ମଙ୍ଗଳବାର ବିଳମ୍ବିତ ରାତିରେ ହୃଦ୍ଘାତରେ ପରଲୋକ ହୋଇଯାଇଛି। ତାଙ୍କୁ ୭୫ ବର୍ଷ ହୋଇଥିଲା। ଦୀର୍ଘଦିନ ଧରି ଅସୁସ୍ଥ ଥିବା ସୁବ୍ରତଙ୍କୁ ରବିବାର ମୁମ୍ବାଇର କୋକିଲାବେନ୍ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଭର୍ତ୍ତି...