ଓଡ଼ିଶାର ସୁଚିତ୍ରା ପରିଡ଼ା ବିଶ୍ୱ ପାରା ଆଥଲେଟିକ୍ସ ଗ୍ରାଣ୍ଡ ପ୍ରିକ୍ସରେ ଜିତିଲେ ଦ୍ୱିତୀୟ ପଦକ ଭୁବନେଶ୍ୱର, ୫।୬: ଓଡ଼ିଶାର ସୁଚିତ୍ରା ପରିଡ଼ା ପ୍ୟାରିସରେ ଆୟୋଜିତ ବିଶ୍ୱ ପାରା ଆଥଲେଟିକ୍ସ ଗ୍ରାଣ୍ଡ ପ୍ରିକ୍ସ-୨୦୨୫ରେ ଦ୍ୱିତୀୟ ପଦକ ଜିତିଛନ୍ତି। ଏହି ପ୍ରତିଯୋଗିତାରେ ସେ ଜାଭେଲିନ୍ ଓ ଶଟପୁଟ ଥ୍ରୋ ଇଭେଣ୍ଟରେ ପଦକ ହାସଲ କରିଛନ୍ତି। ସୁଚିତ୍ରା ଫ୍ରାନ୍ସର ରାଜଧାନୀରେ...