ପୁରୁଷୋତ୍ତମପୁରରେ ହରଘର ତ୍ରିରଙ୍ଗା, ବିଧାୟକ ପ୍ରତିନିଧିଙ୍କ ସହ ସାମିଲ ହେଲେ…
ପୁରୁଷୋତ୍ତମପୁର,୧୩ା୮(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଭାଜପା ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ବିଧାୟକ ପ୍ରତିନିଧି ସୁଦର୍ଶନ ବେହେରାଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଏନ୍ଏସି ଅଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା, ପୂର୍ବତନ ମଣ୍ଡଳ ସଭାପତି କୃଷ୍ଣଚନ୍ଦ୍ର ନାୟକ,ମନୋଜ କୁମାର ମହାପାତ୍ର,...


