ସୁଗ୍ରୀବଙ୍କ ରଙ୍ଗ ତୂଳୀରେ ଝଲସୁଛି ଆଦିମ ଜନଜାତି ଜୁଆଙ୍ଗଙ୍କ ଚିତ୍ରକଳା କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗମାନେ ଏବେ ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇ ବିଭିନ୍ନ କଳା କୌଶଳରେ ନିଜର ପରିଦର୍ଷିତା ଦେଖାଇ ପାରିଛନ୍ତି । ଆଧୁନିକ ଚାକଚକ୍ୟ ମଧ୍ୟରେ ଏହି ଜୁଆଙ୍ଗମାନଙ୍କ ପାରମ୍ପରିକ କଳା,...