ପରକୀୟା ପ୍ରୀତିରୁ ଅଘଟଣ: ଦେହରେ ପେଟ୍ରୋଲ ଢାଳି ମହିଳାଙ୍କ ଆତ୍ମହତ୍ୟା, ପୁରୁଷ ଗୁରୁତର ବାରିପଦା/ଉଦଳା,୨ା୮(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଛିନି): ମୟୂରଭଞ୍ଜ ଜିଲା ଖିଚିଂସ୍ଥିତ ପଣସି ଅଞ୍ଚଳରେ ଶନିବାର ପରକୀୟା ପ୍ରୀତିକୁ ନେଇ ଏକ ଅଭାବନୀୟ ଘଟଣା ଘଟିଛି। ଦେହରେ ପେଟ୍ରୋଲ ଢାଳି ମହିଳା ଓ ପୁରୁଷ ଆତ୍ମହତ୍ୟା ଉଦ୍ୟମ କରିଥିବା ବେଳେ ମହିଳାଙ୍କର...