ନାଗପୁର,୮।୧: ପରସ୍ପରକୁ ବହୁତ ଭଲପାଉଥିଲେ। ସୁଖଦୁଃଖ ମଧ୍ୟରେ ବିତିଚାଲିଥିଲା ବିବାହ। ହେଲେ ୨୬ତମ ବିବାହ ବାର୍ଷିକୀରେ ବାଛି ନେଲେ ଆତ୍ମହତ୍ୟାର ବାଟ। ସେ ପୁଣି ଗୋଟିଏ ସର୍ତ୍ତରେ।…