Tag Archives: suicide

ଭଡ଼ାଘରେ ବେକରେ ଶାଢ଼ି ଲଗାଇ ଝୁଲି ପଡ଼ିଲେ ମହିଳା, ଶିକ୍ଷକ ସ୍ବାମୀଙ୍କୁ…

ପାଇକମାଳ,୧୬ା୮(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ନୃସିଂହନାଥ ମନ୍ଦିର ଯିବା ରାସ୍ତାରେ ନରସିଂହ ପଡ଼ାରେ ଭଡ଼ା ଘରେ ରହୁ ଥିବା ଜଣେ ଯୁବତୀ ଶନିବାର ନିଜ ଶାଢ଼ିରେ ବେକରେ ଫାଶ ପକାଇ ଆତ୍ମହତ୍ୟା କରିଛି। ମୃତକ ହେଲେ ନୀଲିପମା ଦୀପ (୩୪)ମୃତକଙ୍କ…

ପ୍ରେମରେ ବିଫଳ ହୋଇ ଏମିତି ଚରମ ନିଷ୍ପତ୍ତି ନେଲେ ପ୍ରେମିକ, ପରିବାର ଲୋକେ ଶୋଇଥିବାବେଳେ କଲେ ଏହି କାମ…

ରାୟଗଡ଼ା,୧୪ା୮(ଆଶିଷ ରଞ୍ଜନ ପଣ୍ଡା): ପ୍ରେମରେ ପ୍ରତାରଣା ପାଇବା ପରେ ଜଣେ ୨୨ବର୍ଷୀୟ ଯୁବକ ଏକ ଅଭାବନୀୟ ଘଟଣା ଘଟାଇଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ରାୟଗଡ଼ା ସହରର ଡିଏଫ୍‌ଓ କଲୋନୀରେ ଦେଖିବାକୁ ମିଳିଛି। ମୃତ ଯୁବକ ଜଣକ ହେଲେ ରାକେଶ ପରିଡ଼ା।…

ପରକୀୟା ପ୍ରୀତିରୁ ଝୁଲିପଡ଼ିଲେ ସ୍ତ୍ରୀ, ସୁଇସାଇଡ୍‌ ନୋଟ୍‌ରେ ଲେଖିଦେଇ ଗଲେ ମୋ’ ସ୍ବାମୀ ଆଉ ପ୍ରେମିକା ମିଶି…

ଭବାନୀପାଟଣା,୨୦।୭(ଉତ୍ତମ କୁମାର ଦାଶ): ସ୍ବାମୀ ଆଉ ପ୍ରେମିକା ମିଶି ଦେଉଥିଲେ ନିର୍ଯାତନା ଦେବା ଶେଷରେ ନିର୍ଯାତନା ସହି ନ ପାରି ବାପଘରେ ଆତ୍ମହତ୍ୟା କରି ସୁଇସାଇଡ୍‌ ନୋଟ୍‌ରେ ସ୍ବାମୀ ଆଉ ପ୍ରେମିକାଙ୍କୁ ଦାୟୀ କରି ନ୍ୟାୟ ମାଗିଛନ୍ତି। ଏପରି ଅଭାବନୀୟ ଘଟଣା…

ପ୍ରଫେସର ଦେଉଥିଲେ ନିର୍ଯାତନା ସହି ନ ପାରି ଏମିତି ନୋଟ ଲେଖି ଚରମ ନିଷ୍ପତ୍ତି ନେଲେ ଡାକ୍ତରୀ ଛାତ୍ରୀ

ନୂଆଦିଲ୍ଲୀ,୧୯।୭: ଗ୍ରେଟର ନୋଏଡାର ନଲେଜ ପାର୍କ ଥାନା ଅଞ୍ଚଳରେ ଥିବା ଶାରଦା ବିଶ୍ୱବିଦ୍ୟାଳୟର ହଷ୍ଟେଲରେ ଜଣେ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା ପରେ ଏବେ ଶିକ୍ଷକ-ଛାତ୍ରୀଙ୍କ ସମ୍ପର୍କକୁ ନେଇ ଉଠିଛି ପ୍ରଶ୍ନ। ଶୁକ୍ରବାର ରାତିରେ ଛାତ୍ରୀ ଜଣକ ହଷ୍ଟେଲରେ ଆତ୍ମହତ୍ୟା କରିଥିଲେ। ଶନିବାର…

ମହିଳାଙ୍କ ଘରକୁ ଯାଇ ଆତ୍ମହତ୍ୟା କଲେ ଯୁବକ, ଭାଇ ଆଣିଲେ ହତ୍ୟା ଅଭିଯୋଗ

ଧରାକୋଟ,୨୫ା୫(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ଥାନା ଅନ୍ତର୍ଗତ ପୋଡ଼ାପଲି ଗ୍ରାମର ପଙ୍କଜ ପ୍ରଧାନ ନାମକ ଜଣେ ମହିଳାଙ୍କ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଶନିବାର ସନ୍ଧ୍ୟାରେ ଧରାକୋଟ ପୋଲିସ ଉଦ୍ଧାର କରିଛି। ମୃତ ଯୁବକ ଜଣକ ହେଲେ…

କୀଟନାଶକ ପିଇ ତୋଟାରେ ଜୀବନ ହାରିଲେ ବ୍ୟକ୍ତି, ପାଖରୁ ପୋଲିସ ଜବତ କଲା…

ହିଞ୍ଜିଳିକାଟୁ,୧୫ା୨(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଖାଜିପଲ୍ଲୀ-ମୋହନାପଲ୍ଲୀ ମଧ୍ୟବର୍ତ୍ତୀ ଏକ ତୋଟାରେ ଶନିବାର ବ୍ୟକ୍ତି କୀଟନାଶକ ସେବନ କରି ଆତ୍ମହତ୍ୟା କରିଛନ୍ତି। ମୃତକ ଜଣଙ୍କ ହେଲେ ହିଞ୍ଜିଳିକାଟୁ ବ୍ଲକ ଦାରୁଭଦ୍ରା ପଞ୍ଚାୟତ ସାପୁଆପଲ୍ଲୀ ଗ୍ରାମର ଗୋବିନ୍ଦ ସେଠୀ (୪୦)। ଖବର…

ଭିଡିଓ କଲ୍‌ କରି ଡାକ୍ତରଖାନା ଫ୍ୟାନ୍‌ରେ ଝୁଲିପଡ଼ିଲେ କର୍ମଚାରୀ, ଖିଅ ଖୋଜୁଛି ପୋଲିସ

ଦେବଗଡ଼,୨୫ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ କଣ୍ଟାପାଲି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟ କରୁଥିବା ଜଣେ ଯୁବକ ସ୍ବାସ୍ଥ୍ୟକେନ୍ଦ୍ରର ଏକ କଠୋରି ଭିତରେ ଲାଗିଥିବା ପଙ୍ଖାରେ ଫାଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମୃତ ଯୁବକ ବାରକୋଟ ଥାନା ଅନ୍ତର୍ଗତ ଖଜୁରିଖମଣ…

ମହିଳା ଡାକ୍ତରଙ୍କ ବଳାତ୍କାର-ହତ୍ୟା ପରେ ଖୋଲୁଛି ଆରଜି କର ମେଡିକାଲ କଲେଜର କଳା ଇତିହାସ, ସାମ୍ନାକୁ ଆସିଲା ସନ୍ଦେହଜନକ ମୃତ୍ୟୁଠାରୁ ସେକ୍ସ ର଼୍ୟାକେଟ୍‌ ଭଳି ମାମଲା

କୋଲକାତା,୧୮।୮: ୩୧ ବର୍ଷିୟା ମହିଳା ଡାକ୍ତରଙ୍କ ଭୟଙ୍କର ବଳାତ୍କାର ଓ ହତ୍ୟା କେବଳ ଦେଶବ୍ୟାପୀ ଆକ୍ରୋଶ ସୃଷ୍ଟି କରିନାହିଁ ବରଂ ଆରଜି କର ମେଡିକାଲ କଲେଜରେ କଳା ଇତିହାସ ସମସ୍ତଙ୍କ ସାମ୍ନାକୁ ଆଣିଛି। ସମ୍ପ୍ରତି ମାମଲା, ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ଦ୍ୱାରା ଆତ୍ମହତ୍ୟା…

ସାମ୍ବାଦିକା ମଧୁମିତାଙ୍କ ହାତଲେଖା ସୁଇସାଇଡ୍‌ ନୋଟ୍‌ ଜବତ

ଭୁବନେଶ୍ୱର,୧ା୮: ସାମ୍ବାଦିକା ମଧୁମିତାଙ୍କ ସ୍ବାମୀ ଶ୍ରୀଧର ଜେନାଙ୍କୁ ଦିନିକିଆ ରିମାଣ୍ଡରେ ଆଣି ପଚରାଉଚରା କରୁଛି ପୋଲିସ। ଶ୍ରୀଧରଙ୍କୁ ଧଉଳି ଥାନା ଇନ୍ଦିରା କଲୋନୀସ୍ଥିତ ଭଡ଼ାଘରକୁ ନେଇ ପୋଲିସ୍‌ ଛାନ୍‌ଭିନ୍‌ ଚଳାଇଛି। ତେବେଭଡ଼ା ଘରୁ ମଧୁମିତାଙ୍କ ହାତଲେଖା ସୁଇସାଇଡ୍‌ ନୋଟ୍‌ ଜବତ ହୋଇଛି।…

ପ୍ରେମିକାଙ୍କ ତଣ୍ଟି କାଟି ନିଜ ତଣ୍ଟି କାଟି ଆତ୍ମହତ୍ୟା କଲେ ପ୍ରେମିକ

ଦେବଗଡ଼,୮ା୬:ବିଚ୍‌ ରାସ୍ତାରେ ପ୍ରେମିକାଙ୍କ ତଣ୍ଟି କାଟିଦେଲେ ପ୍ରେମିକ। ପ୍ରେମିକାଙ୍କ ତଣ୍ଟି କାଟିବା ପରେ ନିଜ ତଣ୍ଟି କାଟି ଆତ୍ମହତ୍ୟା ବି କରିଛନ୍ତି ପ୍ରେମିକ ଜଣକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଦେବଗଡ଼ ପୌରାଞ୍ଚଳ ୪ ନମ୍ବର ଓ୍ବାର୍ଡ ଗୁରୁସାହିରେ।…

ବ୍ରିଜ୍‌ ଉପରେ ସାଇକେଲ ରଖି ନଦୀକୁ ଡେଇଁ ପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ଅନ୍ତର୍ଗତ ଅଠରବାଙ୍କି ଓଭରବ୍ରିଜ୍‌ ଉପରୁ ବୁଧବାର ଖରାବେଳେ ଜଣେ ଦଶମ ଶ୍ରେଣୀ ଛାତ୍ର ନାହିଁ କାଉଡ଼ିଆ ନଦୀରେ ପଡ଼ି ଯାଇ ନିଖୋଜ ଅଛନ୍ତି। ତାଙ୍କୁ ସ୍ଥାନୀୟ ଅଗ୍ନିଶମ ବିଭାଗ ଓ ଓଡ୍ରାଫ୍‌ ଟିମ୍‌ ପକ୍ଷରୁ ଖୋଜାଖୋଜି…

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ଜବତ କରିଛି । ଶୁକ୍ରବାର ସକାଳେ ସ୍ଥାନୀୟ ଗ୍ରାମବାସୀ ଦେଖି ପୋଲିସକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri