ମନ୍ କି ବାତ୍ରେ ସମ୍ବଲପୁରର ସୁଜାତା, ପ୍ରଶଂସା କରି ପ୍ରଧାନମନ୍ତ୍ରୀ କହିଲେ… ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁ ର ଜିଲାର ଜଣେ ସାଧାରଣ ଗୃହିଣୀରୁ ସଫଳ ମାଛ ଚାଷୀ ସାଜିଥିବା ସୁଜାତା ଭୂୟାଁଙ୍କ ସଫଳତା ଆଜି ସାରା ଦେଶ ପାଇଁ ଏକ ଉଦାହରଣ ସାଜିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ପ୍ରତିଷ୍ଠିତ ‘ମନ କି ବାତ୍’…