ଭୁବନେଶ୍ୱର,୨୫ା୬: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି। କାର୍ତ୍ତିକ ପାଣ୍ଡିଆନ୍ଙ୍କ ସ୍ତ୍ରୀ ତଥା ପୂର୍ବତନ ଆଇଏଏସ୍ ଅଫିସର ସୁଜାତା କାର୍ତ୍ତିକେୟନ ଗୁରୁବାର ବିଧିବଦ୍ଧ ଭାବେ ବିଜେଡିରେ ମିଶିଛନ୍ତି।…