ଭୁବନେଶ୍ୱର,୩ା୧୦: ବୁଧବାର ବିଜେଡି ନେତା ତଥା ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ରଣହୁଙ୍କାର ପରେ ଗୁରୁବାର ସୁଜାତା ସାହୁ ଏକ ବଡ଼ ବୟାନ ଦେଇଛନ୍ତି।…