କୁସ୍ତିରେ ବଡ଼ ବିପର୍ଯ୍ୟୟ ଘଟାଇଲେ ମଲ୍ଲଯୋଦ୍ଧା ସୁଜିତ, ଭାରତକୁ ମିଳିଲା ପୁଣି ସ୍ବର୍ଣ୍ଣ
ନାଗୋୟା,୨ା୧୦: ଭାରତୀୟ ମଲ୍ଲଯୋଦ୍ଧା ସୁଜିତ କାଲ୍କାଲ୍ ୨୦୨୬ ଏସୀୟ କ୍ରୀଡ଼ାରେ ବଡ଼ ବିପର୍ଯ୍ୟୟ ଘଟାଇଛନ୍ତି। ସୁଜିତ ପୁରୁଷ ୬୫ କିଲୋଗ୍ରାମ ଫ୍ରିଷ୍ଟାଇଲ କୁସ୍ତି ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସ୍ବର୍ଣ୍ଣ ପଦକ ମ୍ୟାଚ୍ରେ ସୁଜିତ ତାଜିକିସ୍ତାନର ଅବଦୁଲମାଜିଦ କୁଡିଭଙ୍କ ବିପକ୍ଷରେ ପ୍ରଥମେ…

