ପୋଲିସର ପାଣିମାଡ଼ରେ ସୁଲତା ଆହତ, ରାସ୍ତାରେ ବସି କାନ୍ଦିଲେ ଭୁବନେଶ୍ୱର,୧୬।୭: ଫକୀରମୋହନ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ସାରା ରାଜ୍ୟକୁ ସ୍ତବ୍ଧ କରିଦେଇଛି। ଏନେଇ ଭୁବନେଶ୍ୱରରେ ବିଜେଡି ବଡ଼ ଆନ୍ଦୋଳନ କରିଛି । ଲୋକସେବା ଘେରାଉବେଳେ ମୁହାଁମୁହିଁ ହୋଇଛନ୍ତି ଶାସକ ଓ ବିରୋଧି । ଲୋୟର ପିଏମଜିରେ ପୋଲିସ- ବିଜେଡି...