ସୁମନଙ୍କ ଗିରଫଦାରୀକୁ ନେଇ ବଲାଙ୍ଗୀରରେ ସରଗରମ ରାଜନୀତି: ଥାନା ଘେରାଉ କଲେ ବିଜେଡି କର୍ମୀ
ବଲାଙ୍ଗୀର,୧୪ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବିଜୁ ଛାତ୍ର ଜନତା ଦଳ ସଭାପତି ସୁମନ ନନ୍ଦଙ୍କୁ ପୋଲିସ ଗିରଫ କରିଛି । ଏବିଭିପି ଛାତ୍ର ପ୍ରତିନିଧିଙ୍କୁ ଅପହରଣ କରାଯିବା ମାମଲାକୁ ନେଇ ତାଙ୍କୁ ଗିରଫ କରାଯାଇଥିବା ଜଣାପଡିଛି । ସୁମନ ନନ୍ଦଙ୍କୁ ପୋଲିସ…

