ମହିଳା ଆଇଆଇସିଙ୍କ ମାନବିକତା, ବର୍ଷାରେ ଫସିଥିବା ଯାତ୍ରୀଙ୍କୁ ଉଦ୍ଧାର କରି…
ଗଞ୍ଜାମ,୧୯ା୧୧(ବିଦ୍ୟାଧର ସାହୁ): ବାତ୍ୟା ‘ଅକ୍ୱାନ’ ପ୍ରଭାବରେ ବୁଧବାରଠାରୁ ଆରମ୍ଭ ହୋଇଛି ବର୍ଷା। ଲଗାଣ ବର୍ଷା ଯୋଗୁ ଘରୁ ବାହାରକୁ ବାହାରି ପାରୁନାହାନ୍ତି ଲୋକେ। ଏଭଳି ପରିସ୍ଥିତିରେ ଗଞ୍ଜାମ ବ୍ଲକ ପୋଇରାଶି ପଞ୍ଚାୟତ ଛୋଟା ବସା ଅଞ୍ଚଳର ତିନି ପରିବାର ପୁରୀରୁ ଆସି…

